କିଛି କୁକିଜ ସହିତ ଆପଣଙ୍କୁ ସ୍ଵାଗତ କରୁଛୁ!

ପାଛୋଟା!
ଓଳିଗି, Sudhansu Bhusan Baghar ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଚାରୋଟି ଟିଲଡ଼େ ଚିନ୍ହ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୧୨:୪୪, ୩୦ ମାର୍ଚ ୨୦୧୨ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ ସମ୍ପାଦନା

ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

ଆଦରର Sudhansu Bhusan Baghar,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଆଦିତ୍ୟ ମହାର (ମୋ ଆଲୋଚନା) ୧୫:୫୬, ୨୫ ଜାନୁଆରୀ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ ସମ୍ପାଦନା

--ଆଦିତ୍ୟ ମହାର (ଆଲୋଚନା) ୦୪:୪୬, ୨୧ ଅକ୍ଟୋବର ୨୦୧୫ (UTC)