କିଛି ରସଗୋଲା ସହିତ ଆପଣଙ୍କୁ ପାଛୋଟି ନେଉଛୁ!
ଉଇକିପିଡ଼ିଆରେ କିପରି ଲେଖିବେ ଜାଣିବାକୁ ଚାହୁଁଛନ୍ତି କି? ପ୍ରଶ୍ନଟିଏ ପଚାରନ୍ତୁ

ଆଦରର Swetapadma07,

ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ମୁଁ ଆଶା କରୁଛି ଆପଣଙ୍କୁ ଏହି ଜ୍ଞାନକୋଷ ବ୍ୟବହାର କରିବାକୁ ସୁବିଧାଜନକ ହେବ ଓ ଏଠାରେ ପ୍ରସଙ୍ଗମାନ ସମ୍ପାଦନା କରି ଆପଣ ଆନନ୍ଦିତ ହେବେ । ଏଇ କିଛି ପୃଷ୍ଠା ଆପଣଙ୍କୁ ଅଧିକ ଜାଣିବାରେ ସହଯୋଗ କରିବେ:

ଯଦି ଆପଣ ଉଇକିପିଡ଼ିଆରେ କିପରି ଲେଖିବେ ତାହା ଜାଣିବାକୁ ଚାହୁଁଥାନ୍ତି ତେବେ ଆମ ଚାଟ ସଭାକୁ ଯାଇ ପ୍ରଶ୍ନଟିଏ ପଚାରନ୍ତୁ ।

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗିବ । ଆପଣ ଏକ ପ୍ରସଙ୍ଗ ବାବଦରେ କିଛି ଆଲୋଚନା କରିବାକୁ ଚାହିଁଲେ ସେହି ପ୍ରସଙ୍ଗର "ଆଲୋଚନା" ପୃଷ୍ଠାକୁ ଯାଇ ସେଠି ନିଜ ମତାମତ ପରେ ଟିଲଡ଼େ ଚିହ୍ନ ~~~~ ଦିଅନ୍ତୁ; ଏହା ଆପଣଙ୍କ ନାମ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସହଯୋଗ ଲୋଡ଼ା ପଡ଼ିଲେ, ମୋ ଆଲୋଚନା ପୃଷ୍ଠାକୁ ଯାଇ ମୋତେ ପ୍ରଶ୍ନଟିଏ ପଚାରି ପାରିବେ, ନହେଲେ ଏହି ପୃଷ୍ଠାରେ ପ୍ରଶ୍ନ ଆଗରୁ ଏଇ କୋଡ଼ {{help me}} ନକଲ କରି ପକାଇଦିଅନ୍ତୁ । --ସୁଭାସିସପାଣିଗାହିମୋତେ କହିବେ କିଛି? ୦୯:୨୮, ୪ ମେ ୨୦୧୨ (UTC)

ଅପାଙ୍କ ପାଇଁ କିଛି ମସଲା ମୁଢ଼ି! ସମ୍ପାଦନା

  ଅପା, ଆମର ଆଲୋଚନା ଅନୁସାରେ ମୁଁ ପାଞ୍ଚଟି ପ୍ରସଙ୍ଗ ତମକୁ ଦେଉଛି, ସେଥିରେ ନିଜେ ଯାହା ପାରୁଛ ଯୋଡ଼, ଆଉ ତା ସାଙ୍ଗରେ ବାକି ମାନଙ୍କ ସହଯୋଗ ବି ମାଗ, କିଛି ଦିନ ଅନ୍ତରରେ ଆମେ ଅଧିକରୁ ଅଧିକ ଲୋକଙ୍କୁ ଏଥିରେ ଲେଖିବାକୁ ଆମନ୍ତ୍ରଣ କରିବୁ, ନାଁ କଣ କହୁଛ?

॥ ଇତି ॥
ସୁଭାସିସ ପାଣିଗାହିମୋତେ କହିବେ କିଛି? ୧୨:୧୨, ୨୧ ମଇ ୨୦୧୨ (UTC)

ଆପଣଙ୍କ ମତ ଗୁରୁତ୍ଵପୂର୍ଣ୍ଣ; ଉଇକିପିଡ଼ିଆ ପରିଚାଳନାରେ ଭାଗ ନିଅନ୍ତୁ ସମ୍ପାଦନା

ବନ୍ଧୁ ନମସ୍କାର, ଅନେକ ଧନ୍ୟବାଦ ଆପଣଙ୍କ ଅବଦାନ ପାଇଁ । ଓଡ଼ିଆ ଉଇକିପିଡ଼ିଆରେ ଆପଣଙ୍କ ଆଗ୍ରହ ଦେଖି ଆମ୍ଭେ ବହୁତ ଖୁସି, ଆଶା କରୁଛୁ ଆପଣ ଏମିତି ଅବଦାନ ଜାରି ରଖିବେ । ଉଇକିପିଡ଼ିଆର କେତେକ ବିଷୟରେ ନିର୍ଣ୍ଣୟ ନେବା ପୂର୍ବରୁ ଆମେ ଆପଣଙ୍କ ମତ, ବିଚାର, ଟିପ୍ପଣୀ ଏବଂ ସହଯୋଗ ଲୋଡୁ । ଉଦାହରଣ ଭାବେ "କେଉଁ ଓଡ଼ିଆ ଶବ୍ଦ ବ୍ୟବହାର କରାଯିବ", "ଆସନ୍ତା ମାସ ପାଇଁ କେଉଁ ଲେଖାଟିକୁ ପ୍ରଧାନ ପୃଷ୍ଠା ପାଇଁ ବଛାଯିବ", "ଆସନ୍ତା ସପ୍ତାହ ପାଇଁ କେଉଁ ଛବିଟିକୁ ପ୍ରଧାନ ପୃଷ୍ଠାରେ ରଖାଯିବ" ଇତ୍ୟାଦି ଇତ୍ୟାଦି । ଅନ୍ୟ ବିଷୟରେ ଆମେ ଆଲୋଚନା ସଭାରେ ଆଲୋଚନା କରୁଛୁ । ଓଡ଼ିଆ ଉଇକିପିଡ଼ିଆକୁ ସୂଚାରୁରୂପେ ଚଳାଇବା ପାଇଁ ଆପଣ ମାନଙ୍କ ସହଯୋଗ ଆବଶ୍ୟକ, ତେଣୁ ଏଠାରେ ହେଉଥିବା ଆଲୋଚନାରେ ଭାଗ ନେଇ ନିଜ ମତ ଜଣାଇବା ପାଇଁ ଆମ୍ଭେ ଅନୁରୋଧ କରୁଛୁ । ଧନ୍ୟବାଦ   -- ଅଂଶୁମାନ ତାର ଯୋଡ଼ିବେ? ୧୪:୦୯, ୧୭ ଜୁଲାଇ ୨୦୧୨ (UTC)

ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ ସମ୍ପାଦନା


ଓଡ଼ିଆ ଉଇକିପିଡ଼ିଆ ଦଶମ ଜନ୍ମତିଥି ପାଳନ

 
ଆଦରର Swetapadma07,

ଆଗାମୀ ଜାନୁଆରୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଜାନୁଆରୀ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆପଣ ଯଦି ଦୂର ସ୍ଥାନରୁ ଆସୁଛନ୍ତି, ତା ହେଲେ ଆଗୁଆ ଜଣାଇଲେ ଆମେ ଆପଣଙ୍କ ରହିବା ବ୍ୟବସ୍ଥା କରିପାରିବୁ । ୨୮-୨୯ ଜାନୁଆରୀ ଆପଣଙ୍କୁ ଭେଟିବା ଅପେକ୍ଷାରେ । ଧନ୍ୟବାଦ ସହ ।

--ଆଦିତ୍ୟ ମହାର (ମୋ ଆଲୋଚନା) ୧୫:୫୯, ୨୫ ଜାନୁଆରୀ ୨୦୧୪ (UTC)
          
 

An initiative to bring the voices of Indian Wikimedians to the world
Hi Swetapadma07,

I am writing as Community Communications Consultant at CIS-A2K. I would like to interview you. It will be a great pleasure to interview you and to capture your experiences of being a wikipedian. You can reach me at rahim@cis-india.org or call me on +91-7795949838 if you would like to coordinate this offline. We would very much like to showcase your work to the rest of the world. Some of the previous interviews can be seen here.

Thank you! --Rahmanuddin Shaik (ମୋ ଆଲୋଚନା) ୦୬:୫୨, ୨୧ ମାର୍ଚ୍ଚ ୨୦୧୪ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ ସମ୍ପାଦନା

--ଆଦିତ୍ୟ ମହାର (ଆଲୋଚନା) ୦୪:୪୭, ୨୧ ଅକ୍ଟୋବର ୨୦୧୫ (UTC)

ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭ରେ ଭାଗ ନେବାକୁ ଅନୁରୋଧ ସମ୍ପାଦନା

  ଆନ୍ତର୍ଜାତିକ ମହିଳା ମାସ ଗଣ-ସମ୍ପାଦନା, ୨୦୧୭
ଓଡି଼ଆ ଉଇକିପିଡି଼ଆରେ ଆନ୍ତର୍ଜାତିକ ମହିଳା ମାସ ଗଣସମ୍ପାଦନା ଆରମ୍ଭ ହେଇଗଲାଣି, ଆପଣଙ୍କୁ ଭାଗ ନେବାକୁ ଅନୁରୋଧ। --ଶୈଳେଶ (ପଚାରିବେ କିଛି?)