ପାଛୋଟା!

ଓଳିଗି, Tessarman ଓଡ଼ିଆ ଉଇକିପିଡ଼ିଆକୁ ଆପଣଙ୍କୁ ପାଛୋଟି ନେଉଛୁ, ଆପଣଙ୍କ ଅବଦାନ ପାଇଁ ଢେର ବଧାଇ ଆପଣ ଯାହା କରିଛନ୍ତି । ମୁଁ ଭାବୁଛି ଆପଣଙ୍କୁ ଏହି ଜାଗାଟି ଭଲ ଲାଗିବ ଆଉ ଆପଣ ଏଇଠି କିଛି କାମ କରିବାକୁ ଭଲ ପାଇବେ । ଏଇ କିଛି ଫରଦ ଆପଣଙ୍କୁ ଭଲ ଲାଗିପାରେ:

ମୁଁ ଭାବୁଛି ଆପଣଙ୍କୁ ଏଠାରେ ଉଇକିଆଳିଟିଏ ହୋଇ ଲେଖା ଲେଖି କରିବାକୁ ଭଲ ଲାଗୁଛି ! ଟିକେ ଆଲୋଚନା ଫରଦରେ ନିଜ ନାଁ ଟା ଲେଖିଦିଅନ୍ତେ ଜଦି ଭଲ ହୁଅନ୍ତା ଆପଣଙ୍କ ଲେଖା ପରେ ଟିଲଡ଼େ ଚିନ୍ହଟିଏ ଦିଅନ୍ତୁ (~~~~); ଏଇଠି ଆପଣଙ୍କ ନାଆଁ ଆଉ ତାରିଖ ଆପେ ଆପେ ଲେଖିଦେବ । କିଛି ସାହାଜ୍ୟ ଦରକାର ପଡ଼ିଲେ, ପ୍ରଶ୍ନଟିଏ ପଚାରି ପାରିବେ, ମୋ ଆଲୋଚନା ଫରଦ କୁ ଯାଇ ମୋତେ ପଚାରିପାରିବେ, ନହେଲେ ଏଇ ଫରଦରେ ପ୍ରଶ୍ନ ଆଗରୁ ଏଇ କୋଡ {{help me}} କପି କରି ପକାଇଦିଅନ୍ତୁ । ଆଉଥରେ, ପାଛୋଟି ନେଉଛି!

--Srikant Kedia ୧୧:୪୭, ୨୮ ଅଗଷ୍ଟ ୨୦୧୧ (UTC)

I can neither read not speak Oriya (sorry!), so I don't even know what this all says [User:Tessarman]

Hello, Tessarman
No issues, that is a welcome message. Here is the same in english:


Welcome...

Hello, Tessarman, and welcome to Wikipedia! Thank you for your contributions. I hope you like this place and decide to stay. Here are some pages that you might find helpful:

Please sign your name on talk pages using four tildes (~~~~); this will automatically produce your username and the date. If you need help, check out Wikipedia:Questions, ask me on my talk page, or place {{helpme}} on your talk page and ask your question there.  Again, welcome! ansuman (ମୋ ଆଲୋଚନା) ୧୮:୧୦, ୨୯ ଅଗଷ୍ଟ ୨୦୧୧ (UTC)