Wikipedia:Babel
or-0 ଏହି ବ୍ୟବହାରକାରୀ ଓଡ଼ିଆରେ ଲେଖାଲେଖି କରିବା ଜାଣି ନାହାନ୍ତି



en This user is a native speaker of English.
fr-3Cet utilisateur peut contribuer avec un niveau avancé de français.
es-2 Este usuario puede contribuir con un nivel intermedio de español.
Search user languages

Bastique is Cary Bass, a steward, and an employee of the Wikimedia Foundation.

I do not speak the Oriya language.

Please use my Meta talk page to leave me messages.

Please feel free to translate the above message below!

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣ

ସମ୍ପାଦନା
 

ଆଜ୍ଞା ନମସ୍କାର Bastique,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୩:୨୯, ୮ ଅଗଷ୍ଟ ୨୦୧୧ (UTC)

ଓଡ଼ିଆ ଉଇକିପାଠାଗାର ପ୍ରଥମ ଜନ୍ମତିଥି ପାଳନ ପାଇଁ ନିମନ୍ତ୍ରଣ

ସମ୍ପାଦନା

--Jnanaranjan sahu (ମୋ ଆଲୋଚନା) ୨୦ ଅକ୍ଟୋବର ୨୦୧୫ (IST)