ଦଶମ ଓଡ଼ିଆ ଉଇକିପିଡ଼ିଆର ୧୦ମ ଜନ୍ମତିଥି ପାଳନ ନିମନ୍ତେ ନିମନ୍ତ୍ରଣ ସମ୍ପାଦନା

 
ଆଦରର ଶିତିକଣ୍ଠ ଦାଶ/sandbox,

ଆଗାମୀ ୨୮ ଓ ୨୯ ତାରିଖରେ ଓଡ଼ିଆ ଉଇକିପିଡ଼ିଆ ଏହାର ଦଶମ ଜନ୍ମ ବାର୍ଷିକୀ ପାଳନ କରୁଛି । ୧୦ ବର୍ଷ ତଳେ ଜାନୁଆରୀ ୨୯ ରେ ଓଡ଼ିଆ ଉଇକିପିଡ଼ିଆରେ ପ୍ରଥମ ସମ୍ପାଦନା ହେଇଥିଲା । ଏ ବର୍ଷ ଆମେ ୨୮ ତାରିଖରେ ଭୁବନେଶ୍ଵରର KISS ଓ ୨୯ ତାରିଖରେ ଢେଙ୍କାନାଳ IIMC ଠାରେ ଜନ୍ମବାର୍ଷିକୀ ପାଳନ କରିବାର ଯୋଜନା କରାଯାଇଛି । ଆପଣଙ୍କ ପାଇଁ ନିମନ୍ତ୍ରଣ ରହିଲା । ଏଠାରେ ନିଜ ନାମ ଲେଖିବା ପାଇଁ ଅନୁରୋଧ । ଆଗୁଆ ଜଣାଇଲେ ଆମେ ଅପଙ୍କ ରହିବା, ଖାଇବାର ବ୍ୟବସ୍ଥା କରିପାରିବୁ । ଆପଣଙ୍କ ଉତ୍ତର ଅପେକ୍ଷାରେ ..... ।