ବ୍ୟବହାରକାରୀଙ୍କ ଆଲୋଚନା:Tjmoel

Active discussions
(ବ୍ୟବହାରକାରୀ:Tjmoel ରୁ ଲେଉଟି ଆସିଛି)

Hi,

Kindly send message here instead. Thanks ! — Tjmoel Icons-flag-id.png bicara

ଉଇକିକନଫେରେନ୍ସ ଇଣ୍ଡିଆ ୨୦୧୧ ନିମନ୍ତେ ଆମନ୍ତ୍ରଣସମ୍ପାଦନ କରନ୍ତୁ

WCI banner.png

ଆଜ୍ଞା ନମସ୍କାର Tjmoel,

ପ୍ରଥମ ଉଇକିକନଫେରେନ୍ସ ଇଣ୍ଡିଆ ମୁମ୍ବାଇ ଠାରେ ୧୮-୨୦ ନଭେମ୍ବର ୨୦୧୧ରେ ହେବାକୁ ଯାଉଛି ।
ଆପଣ ଆମର ପ୍ରଧାନ ପୃଷ୍ଠା, ଫେସବୁକ କାର୍ଯ୍ୟକ୍ରମ ଓ ଆମର ଅବେଦନ ଫର୍ମଟି ମଧ୍ୟ ଦେଖିପାରିବେ ।

ଏହି ସବୁ କାମ ୧୦୦ ଦିନର WikiOutreach ରୁ ଆରମ୍ଭ ହେବ

ଯେହେତୁ ଆପଣ ଉଇକିପିଡ଼ିଆ ସଙ୍ଗଠନରେ ସଚଳ ଆମ୍ଭେ ଆପଣଙ୍କୁ ଏହି ମହାମେଳଣରେ ଯୋଗଦାନ ଓ ନିଜର ଅନୁଭୂତି ବାଣ୍ଟିବା ନିମନ୍ତେ ନିମନ୍ତ୍ରଣ କରୁଅଛୁ । ଆପଣଙ୍କ ଅବଦାନ ନିମନ୍ତେ ଅନେକ ସାଧୁବାଦ ।

୧୮-୨୦ ନଭେମ୍ବରରେ ମୁମ୍ବାଇରେ ଆପଣଙ୍କୁ ଭେଟିବା ଅପେକ୍ଷାରେ।

---Srikant Kedia ୧୪:୪୨, ୮ ଅଗଷ୍ଟ ୨୦୧୧ (UTC)
Return to the user page of "Tjmoel".