ଭଣ୍ଡାରିପୋଖରୀ (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

ଭଣ୍ଡାରିପୋଖରୀ (କ୍ରମିକ ସଂଖ୍ୟା: ୪୩) ଭଦ୍ରକ ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଭଣ୍ଡାରିପୋଖରୀ ବ୍ଳକ ଓ ବନ୍ତ ବ୍ଳକ ।[୨][୩]

ଭଣ୍ଡାରିପୋଖରୀ ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୨,୦୨,୨୩୨
ଜିଲ୍ଲା: ଭଦ୍ରକ
ଲୋକ ସଭା ନିର୍ବାଚନ ମଣ୍ଡଳୀ: ଭଦ୍ରକ
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଫୁଲ୍ଲ ସାମଲ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସୁବ୍ରତ କୁମାର ଦାସଙ୍କଠାରୁ ୩୪୦୯୭ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଫୁଲ୍ଲ ସାମଲ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ବଦ୍ରୀ ନାରାୟଣ ଧଳଙ୍କଠାରୁ ୨୦,୪୧୦ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ ସମ୍ପାଦନା

୨୦୦୯ ବିଧାନ ସଭା ନିର୍ବାଚନ, ଭଣ୍ଡାରିପୋଖରୀ [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ପ୍ରଫୁଲ୍ଲ ସାମଲ ୬୦,୨୫୦ ୪୪.୩୭ -
କଂଗ୍ରେସ ବଦ୍ରି ନାରାୟଣ ଧଳ ୩୯,୮୪୦ ୨୯.୩୪ -
ଭାଜପା ମନମୋହନ ସାମଲ ୨୧,୧୬୦ ୧୫.୫୮ -
ସ୍ୱାଧୀନ ଉଦୟ ନାରାୟଣ ନନ୍ଦ ୧୨,୧୧୭ ୮.୯୨ -
ସମୃଦ୍ଧ ଓଡ଼ିଶା ନିର୍ମଳ ବିଶ୍ୱାଳ ୧,୩୯୩ ୧.୦୩ -
ବସପା ପ୍ରଶାନ୍ତ କୁମାର ସ୍ୱାଇଁ ୧,୦୩୭ ୦.୭୬ -
ଭୋଟ ବ୍ୟବଧାନ ୨୦,୪୧୦ ୧୫୦୩* -
ମତଦାନ ହାର ୧,୩୫,୭୯୯ ୭୩.୧୧ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ ସମ୍ପାଦନା

୧୯୭୪ରୁ ୨୦୦୯ ମଧ୍ୟରେ ମୋଟ ୯ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ଆଧାର ସମ୍ପାଦନା

  1. "Bhandaripokhari Assembly Election 2009, Orissa". empoweringindia.org. Retrieved 7 June 2013. Constituency: Bhandaripokhari (43) District : Bhadrak
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 20410
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 18-Bhandaripokhari Constituency of ORISSA". eci.nic.in. 2006. Retrieved 7 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf