ଭରତ ଦାସ

ଓଡ଼ିଆ ରାଜନୀତିଜ୍ଞ

ଭରତ ଦାସ (୨୫ ଫେବୃଆରୀ ୧୯୦୪ - ୧୩ ଜୁନ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଭରତ ଦାସ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ପର ଅଧିକାରୀଉପେନ୍ଦ୍ର ମହାନ୍ତି
ନିର୍ବାଚନ ମଣ୍ଡଳୀକାକଟପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1904-02-25)୨୫ ଫେବୃଆରୀ ୧୯୦୪
ମୃତ୍ୟୁ୧୩ ଜୁନ ୧୯୯୮(1998-06-13) (ବୟସ ୯୪)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ କମ୍ୟୁନିଷ୍ଟ ପାର୍ଟି
ବାପା/ବୋଉଗଜି ଦାସ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଭରତ ଦାସ ୧୯୦୪ ମସିହାର ଫେବୃଆରୀ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗଜି ଦାସ ।[୧]

ରାଜନୈତିକ ଜୀବନ ସମ୍ପାଦନା

ଭରତ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ଭରତ ୧୯୯୮ ମସିହାର ଜୁନ ୧୩ ତାରିଖରେ ୯୪ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Bharat Das". odishaassembly.nic.in. Odisha Assembly. Retrieved 16 March 2021.