ଭରତ ଦାସ
ଓଡ଼ିଆ ରାଜନୀତିଜ୍ଞ
(ଭାରତ ଦାସରୁ ଲେଉଟି ଆସିଛି)
ଭରତ ଦାସ (୨୫ ଫେବୃଆରୀ ୧୯୦୪ - ୧୩ ଜୁନ ୧୯୯୮) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାକଟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ଭରତ ଦାସ | |
---|---|
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୫୭ – ୧୯୬୧ | |
ପର ଅଧିକାରୀ | ଉପେନ୍ଦ୍ର ମହାନ୍ତି |
ନିର୍ବାଚନ ମଣ୍ଡଳୀ | କାକଟପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୫ ଫେବୃଆରୀ ୧୯୦୪ |
ମୃତ୍ୟୁ | ୧୩ ଜୁନ ୧୯୯୮ | (ବୟସ ୯୪)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ କମ୍ୟୁନିଷ୍ଟ ପାର୍ଟି |
ବାପା/ବୋଉ | ଗଜି ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାଭରତ ଦାସ ୧୯୦୪ ମସିହାର ଫେବୃଆରୀ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗଜି ଦାସ ।[୧]
ରାଜନୈତିକ ଜୀବନ
ସମ୍ପାଦନାଭରତ ଓଡ଼ିଶା ରାଜନୀତିରେ ଭାରତୀୟ କମ୍ୟୁନିଷ୍ଟ ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]
ମୃତ୍ୟୁ
ସମ୍ପାଦନାଭରତ ୧୯୯୮ ମସିହାର ଜୁନ ୧୩ ତାରିଖରେ ୯୪ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Bharat Das". odishaassembly.nic.in. Odisha Assembly. Retrieved 16 March 2021.