ମଦନ ମୋହନ ପଟ୍ଟନାୟକ

ଓଡ଼ିଆ ରାଜନୀତିଜ୍ଞ
(ମଦନମୋହନ ପଟ୍ଟନାୟକରୁ ଲେଉଟି ଆସିଛି)

ମଦନ ମୋହନ ପଟ୍ଟନାୟକ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ମଦନ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଏବଂ ପରେ ତିନିଥର କାର୍ଯ୍ୟ କରିଥିଲେ । ୧୯୪୬ ମସିହାର ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାରେ ସେ ଉତ୍ତର ଯାଜପୁରରୁ ନିର୍ବାଚିତ ହୋଇଥିଲେ ଏବଂ ପରେ ଭାରତ ସ୍ୱାଧୀନ ହେବାପରେ ୧୯୫୭ ମସିହାରେ ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହାପରେ ୧୯୬୧ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ମଦନ ମୋହନ ପଟ୍ଟନାୟକ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା (ସ୍ୱାଧୀନତା ପୂର୍ବରୁ)
କାର୍ଯ୍ୟକାଳ
୧୯୪୬ – ୧୯୫୨
ନିର୍ବାଚନ ମଣ୍ଡଳୀଉତ୍ତର ଯାଜପୁର
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ନିର୍ବାଚନ ମଣ୍ଡଳୀଧର୍ମଶାଳା
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ନିର୍ବାଚନ ମଣ୍ଡଳୀପଶ୍ଚିମ ଯାଜପୁର
ବ୍ୟକ୍ତିଗତ ସବିଶେଷ
ମୃତ୍ୟୁ୧୯୬୨
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଅନ୍ୟାନ୍ୟ ରାଜନୀତିକ
ସମ୍ବନ୍ଧ
ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନସମ୍ପାଦନ କରନ୍ତୁ

ମଦନ ମୋହନ ପଟ୍ଟନାୟକ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଦୁଇଥର କାର୍ଯ୍ୟ କରିଥିଲେ ।[୧]

ଆଧାରସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Madan Mohan Patnaik". odishaassembly.nic.in. Odisha Assembly. Retrieved 19 November 2019.