ମନୋଜ କୁମାର ପ୍ରଧାନ

ଓଡ଼ିଆ ରାଜନୀତିଜ୍ଞ

ମନୋଜ କୁମାର ପ୍ରଧାନ (ଜନ୍ମ: ୨୮ ଜୁନ ୧୯୭୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଘୁ. ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ମନୋଜ କୁମାର ପ୍ରଧାନ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀଅଜୟନ୍ତୀ ପ୍ରଧାନ
ପର ଅଧିକାରୀଜାକବ୍ ପ୍ରଧାନ
ନିର୍ବାଚନ ମଣ୍ଡଳୀଘୁ. ଉଦୟଗିରି
ବ୍ୟକ୍ତିଗତ ସବିଶେଷ
ଜନ୍ମ (1974-06-28) ୨୮ ଜୁନ ୧୯୭୪ (ବୟସ ୪୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀଶାନ୍ତିଲତା କହଁର
ବାପା/ବୋଉସାମି ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ମନୋଜ କୁମାର ପ୍ରଧାନ ୧୯୭୪ ମସିହାର ଜୁନ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସାମି ପ୍ରଧାନ ଓ ପତ୍ନୀଙ୍କ ନାମ ଶାନ୍ତିଲତା କହଁର ।[୧]

ରାଜନୈତିକ ଜୀବନ ସମ୍ପାଦନା

ମନୋଜ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Manoj Kumar Pradhan". odishaassembly.nic.in. Odisha Assembly. Retrieved 1 May 2021.