ମନୋଜ କୁମାର ପ୍ରଧାନ
ଓଡ଼ିଆ ରାଜନୀତିଜ୍ଞ
ମନୋଜ କୁମାର ପ୍ରଧାନ (ଜନ୍ମ: ୨୮ ଜୁନ ୧୯୭୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଘୁ. ଉଦୟଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମନୋଜ କୁମାର ପ୍ରଧାନ | |
---|---|
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୪ | |
ପୂର୍ବ ଅଧିକାରୀ | ଅଜୟନ୍ତୀ ପ୍ରଧାନ |
ପର ଅଧିକାରୀ | ଜାକବ୍ ପ୍ରଧାନ |
ନିର୍ବାଚନ ମଣ୍ଡଳୀ | ଘୁ. ଉଦୟଗିରି |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୮ ଜୁନ ୧୯୭୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜନତା ପାର୍ଟି |
ଜୀବନ ସାଥୀ | ଶାନ୍ତିଲତା କହଁର |
ବାପା/ବୋଉ | ସାମି ପ୍ରଧାନ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାମନୋଜ କୁମାର ପ୍ରଧାନ ୧୯୭୪ ମସିହାର ଜୁନ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସାମି ପ୍ରଧାନ ଓ ପତ୍ନୀଙ୍କ ନାମ ଶାନ୍ତିଲତା କହଁର ।[୧]
ରାଜନୈତିକ ଜୀବନ
ସମ୍ପାଦନାମନୋଜ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Manoj Kumar Pradhan". odishaassembly.nic.in. Odisha Assembly. Retrieved 1 May 2021.