ମନୋହର ରନ୍ଧାରୀ
ଓଡ଼ିଆ ରାଜନୀତିଜ୍ଞ
ମନୋହର ରଣଧାରୀ (ଜନ୍ମ: ୧୦ ଜୁଲାଇ ୧୯୭୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନବରଙ୍ଗପୁର ଓ ଡାବୁଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ ଓ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମନୋହର ରଣଧାରୀ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ଭୁଜବଳ ମାଝି |
ନିର୍ବାଚନ ମଣ୍ଡଳୀ | ଡାବୁଗାଁ |
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୯ – ୨୦୧୯ | |
ପୂର୍ବ ଅଧିକାରୀ | ହବିବୁଲ୍ଲା ଖାଁ |
ପର ଅଧିକାରୀ | ସଦାଶିବ ପ୍ରଧାନି |
ନିର୍ବାଚନ ମଣ୍ଡଳୀ | ନବରଙ୍ଗପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୦ ଜୁଲାଇ ୧୯୭୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବାପା/ବୋଉ | ଡମ୍ବରୁଧର ରଣଧାରୀ (ବାପା) ଓ ଉର୍ମିଳା ରଣଧାରୀ (ମାଆ) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାମନୋହର ରନ୍ଧାରୀ ୧୯୭୪ ମସିହାର ଜୁଲାଇ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ମାତାଙ୍କ ନାମ ଉର୍ମିଳା ରଣଧାରୀ ଓ ବାପାଙ୍କ ନାମ ଡମ୍ବରୁଧର ରଣଧାରୀ ।[୧]
ରାଜନୈତିକ ଜୀବନ
ସମ୍ପାଦନାମନୋହର ରନ୍ଧାରୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ନବରଙ୍ଗପୁର | ବିଜୁ ଜନତା ଦଳ |
୨୦୧୪ | ୨୦୧୯ | ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା | ନବରଙ୍ଗପୁର | ବିଜୁ ଜନତା ଦଳ |
୨୦୧୯ | ଏବେଯାଏଁ | ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା | ଡାବୁଗାଁ | ବିଜୁ ଜନତା ଦଳ |
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Manohar Randhari". odishaassembly.nic.in. Odisha Assembly. Retrieved 5 April 2022.
ବାହାର ଆଧାର
ସମ୍ପାଦନା- ଉଇକିମିଡ଼ିଆ କମନ୍ସରେ Manohar Randhari-ସମ୍ପର୍କିତ ମିଡ଼ିଆ