ମନୋହର ରନ୍ଧାରୀ

ଓଡ଼ିଆ ରାଜନୀତିଜ୍ଞ

ମନୋହର ରନ୍ଧାରୀ (ଜନ୍ମ: ୧୦ ଜୁଲାଇ ୧୯୭୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି । ୨୦୦୯, ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ନବରଙ୍ଗପୁରଡାବୁଗାଁ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ, ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ମନୋହର ରନ୍ଧାରୀ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଭୁଜବଳ ମାଝି
ନିର୍ବାଚନ ମଣ୍ଡଳୀଡାବୁଗାଁ
ବିଧାୟକ: ୧୪ଶ, ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୯
ପୂର୍ବ ଅଧିକାରୀହବିବୁଲ୍ଲା ଖାଁ
ପର ଅଧିକାରୀସଦାଶିବ ପ୍ରଧାନି
ନିର୍ବାଚନ ମଣ୍ଡଳୀନବରଙ୍ଗପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1974-07-10) ୧୦ ଜୁଲାଇ ୧୯୭୪ (ବୟସ ୪୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଉର୍ମିଳା ରନ୍ଧାରୀ
ବାପା/ବୋଉଡମ୍ବରୁଧର ରନ୍ଧାରୀ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନ କରନ୍ତୁ

ମନୋହର ରନ୍ଧାରୀ ୧୯୭୪ ମସିହାର ଜୁଲାଇ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଡମ୍ବରୁଧର ରନ୍ଧାରୀ ଓ ପତ୍ନୀଙ୍କ ନାମ ଉର୍ମିଳା ରନ୍ଧାରୀ ।[୧]

ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ

ମନୋହର ରନ୍ଧାରୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନ କରନ୍ତୁ

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ନବରଙ୍ଗପୁର ବିଜୁ ଜନତା ଦଳ
୨୦୧୪ ୨୦୧୯ ସଭ୍ୟ, ୧୫ଶ ଓଡ଼ିଶା ବିଧାନ ସଭା ନବରଙ୍ଗପୁର ବିଜୁ ଜନତା ଦଳ
୨୦୧୯ ଏବେଯାଏଁ ସଭ୍ୟ, ୧୬ଶ ଓଡ଼ିଶା ବିଧାନ ସଭା ଡାବୁଗାଁ ବିଜୁ ଜନତା ଦଳ

ଆଧାର ସମ୍ପାଦନ କରନ୍ତୁ

  1. ୧.୦ ୧.୧ "Shri Manohar Randhari". odishaassembly.nic.in. Odisha Assembly. Retrieved 5 April 2022.

ବାହାର ଆଧାର ସମ୍ପାଦନ କରନ୍ତୁ

  •   ଉଇକିମିଡ଼ିଆ କମନ୍ସରେ Manohar Randhari-ସମ୍ପର୍କିତ ମିଡ଼ିଆ