ମନ ଖାଲି ତତେ ଚାହେଁ

୨୦୧୮ର ଓଡ଼ିଆ କଥାଚିତ୍ର

ମନ ଖାଲି ତତେ ଚାହେଁ, ୨୦୧୮ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର ।[୧][୨] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କହ୍ନେଇ ମେହେର ଓ ଦୀପକ ସାହୁ । କୈଳାଶ ସାହୁ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ ।[୩] ତୁଷାର ସାହୁ କଥାଚିତ୍ରଟିର ସଂଳାପ ରଚନା କରିଥିଲେ ।[୩] ନିମାଇଁ ଓଝା ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୩]

ମନ ଖାଲି ତତେ ଚାହେଁ
ନିର୍ଦ୍ଦେଶକନିମାଇଁ ଓଝା
ପ୍ରଯୋଜକକହ୍ନେଇ ମେହେର
ଦୀପକ ସାହୁ
ସଂଳାପତୁଷାର ଘୋଷ
ଚିତ୍ରନାଟ୍ୟନିମାଇଁ ଓଝା
କାହାଣୀକୈଳାଶ ସାହୁ
କଳାକାରସମ୍ବିତ ଆଚାର୍ଯ୍ୟ
ଅଙ୍କିତା
ବିଜୟ ମହାନ୍ତି
ଅନିତା ଦାସ
ହରିହର ମହାପାତ୍ର
ସଙ୍ଗୀତଅଭିଜତ ମଜୁମଦାର
ଚିତ୍ରଗ୍ରହଣଚିତ୍ତ ବିଶ୍ୱାଳ
ସମ୍ପାଦକଚନ୍ଦ୍ରଶେଖର ମିଶ୍ର
ମୁକ୍ତିଲାଭ ତାରିଖ
୨୮ ସେପ୍ଟେମ୍ବର ୨୦୧୮
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ସମ୍ବିତ ଆଚାର୍ଯ୍ୟ ଓ ଅଙ୍କିତା ।[୨] ବିଜୟ ମହାନ୍ତି, ଅନିତା ଦାସ, ହରିହର ମହାପାତ୍ର, ଚୌଧୁରୀ ଜୟପ୍ରକାଶ ଦାସ, ଅଂଶୁମାନ, ଦେବୀ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।[୩]

ଅଭିନୟ ସମ୍ପାଦନା

କାହାଣୀ ସମ୍ପାଦନା

ଗୀତ ଏବଂ ସଙ୍ଗୀତ ସମ୍ପାଦନା

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର

ଗୀତ ସମ୍ପାଦନା

କ୍ରମଗୀତସମୟ

ଆଧାର ସମ୍ପାଦନା

  1. "ଜାଣନ୍ତୁ , ୨୦୧୮ରେ ଏଯାଏଁ କେତୋଟି ଓଡ଼ିଆ ସିନେମା ରିଲିଜ୍‌ ହେଲା". Sambad.in. ଓଡ଼ିଶା. 29 December 2018. Archived from the original on 22 October 2020. Retrieved 29 December 2018.
  2. ୨.୦ ୨.୧ "ବଢ଼ୁଛି ଆକର୍ଷଣ , ନଅ ମାସରେ ୨୧ଟି ନୂଆ ଓଡ଼ିଆ ସିନେମା ଦେଖିଲେଣି ଦର୍ଶକ | Sambad". Sambad (in Odia). Odisha. 1 October 2018. Archived from the original on 4 November 2019. Retrieved 2 October 2018.{{cite news}}: CS1 maint: unrecognized language (link)
  3. ୩.୦ ୩.୧ ୩.୨ ୩.୩ "Odia Movies List 2018". OdiaLive. Archived from the original on 25 January 2019. Retrieved 30 December 2018.
  4. "ଏମାନଙ୍କର ଏବର୍ଷ ଦୁଇଟି ଓଡ଼ିଆ ସିନେମା". Sambad. ଭୁବନେଶ୍ୱର. 31 December 2018. Archived from the original on 2 January 2019. Retrieved 4 January 2019.

ବାହାର ଆଧାର ସମ୍ପାଦନା