ମହମ୍ମଦ ଅତାହାର

ଓଡ଼ିଆ ରାଜନୀତିଜ୍ଞ

ମହମ୍ମଦ ଅତାହାର‌ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିର ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ଅତାହାର‌ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ମାହାଙ୍ଗା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ମହମ୍ମଦ ଅତାହାର‌
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀସୁରେନ୍ଦ୍ରନାଥ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀମାହାଙ୍ଗା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ ସମ୍ପାଦନା

ମହମ୍ମଦ ଅତାହାର‌ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Mahammad Attahar". odishaassembly.nic.in. Odisha Assembly. Retrieved 21 March 2020.