ମହମ୍ମଦ ଖାଁ
ଓଡ଼ିଆ ରାଜନୀତିଜ୍ଞ
ମହମ୍ମଦ ଖାଁ ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ଦ୍ୱିତୀୟ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଲେଶ୍ୱର ତଥା ସମ୍ବଲପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀର ପ୍ରାର୍ଥୀ ଭାବରେ ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]
ମହମ୍ମଦ ଖାଁ | |
---|---|
ବିଧାୟକ: ସ୍ୱାଧୀନତା ପୂର୍ବର ୨ୟ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୪୬ – ୧୯୫୨ | |
ନିର୍ବାଚନ ମଣ୍ଡଳୀ | ବାଲେଶ୍ୱର ତଥା ସମ୍ବଲପୁର |
ବ୍ୟକ୍ତିଗତ ସବିଶେଷ | |
ନାଗରିକତା | ଭାରତୀୟ |
ଜାତୀୟତା | ବ୍ରିଟିଶ ଭାରତ ଭାରତୀୟ ଅଧିରାଜ୍ୟ ଭାରତୀୟ |
ରାଜନୀତିକ ଦଳ | ମୁସଲିମ୍ ଲିଗ୍ |
ବୃତ୍ତି | ରାଜନୀତିଜ୍ଞ |
ରାଜନୈତିକ ଜୀବନ
ସମ୍ପାଦନାମହମ୍ମଦ ଖାଁ ମୁସଲିମ୍ ଲିଗ୍ର ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Mahammed Khan". odishaassembly.nic.in. Odisha Assembly. Retrieved 7 January 2024.
- ↑ ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୪୭. ISBN 978-81-89436-54-4. Retrieved 7 January 2024.
{{cite book}}
: CS1 maint: unrecognized language (link)