ମହୀଧର ରଣା

ଓଡ଼ିଆ ରାଜନୀତିଜ୍ଞ

ମହୀଧର ରଣା (ଜନ୍ମ: ୫ ଅପ୍ରେଲ ୧୯୬୯) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୪ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କଣ୍ଟାମାଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୫ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ମହୀଧର ରଣା
ବିଧାୟକ: ୧୫ଶ, ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ଏବେଯାଏଁ
ପୂର୍ବ ଅଧିକାରୀଭଗବାନ କହଁର
ନିର୍ବାଚନ ମଣ୍ଡଳୀକଣ୍ଟାମାଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1969-04-05) ୫ ଅପ୍ରେଲ ୧୯୬୯ (ବୟସ ୫୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଅଇଁଲା ରଣା
ବାପା/ବୋଉଗର୍ଜନ ରଣା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ମହୀଧର ରଣା ୧୯୬୯ ମସିହାର ଅପ୍ରେଲ ୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଗର୍ଜନ ରଣା ଓ ପତ୍ନୀଙ୍କ ନାମ ଅଇଁଲା ରଣା ।[୧]

ରାଜନୈତିକ ଜୀବନ ସମ୍ପାଦନା

ମହୀଧର ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Mahidhar Rana". odishaassembly.nic.in. Odisha Assembly. Retrieved 14 April 2021.

ବାହାର ଆଧାର ସମ୍ପାଦନା

  •   ଉଇକିମିଡ଼ିଆ କମନ୍ସରେ Mahidhar Rana-ସମ୍ପର୍କିତ ମିଡ଼ିଆ