ମହେଶ୍ୱର ନାଏକ
ଓଡ଼ିଆ ରାଜନୀତିଜ୍ଞ
ମହେଶ୍ୱର ନାଏକ (ଜନ୍ମ: ୧ ଜୁନ ୧୯୫୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ମହେଶ୍ୱର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ହିନ୍ଦୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମହେଶ୍ୱର ନାଏକ | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | ତ୍ରିନାଥ ନାୟକ |
ପର ଅଧିକାରୀ | ଅଞ୍ଜଳି ବେହେରା |
ନିର୍ବାଚନ ମଣ୍ଡଳୀ | ହିନ୍ଦୋଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧ ଜୁନ ୧୯୫୪ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ମନୁଷା ନାଏକ |
ବାପା/ବୋଉ | ମୋଚିଆ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାମହେଶ୍ୱର ୧୯୫୪ ମସିହାର ଜୁନ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୋଚିଆ ନାଏକ ଓ ପତ୍ନୀଙ୍କ ନାମ ମନୁଷା ନାଏକ ।[୧]
ରାଜନୈତିକ ଜୀବନ
ସମ୍ପାଦନାମହେଶ୍ୱର ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।
ଆଧାର
ସମ୍ପାଦନା- ↑ "Shri Maheswar Naik". odishaassembly.nic.in. Odisha Assembly. Retrieved 11 August 2020.