ମାଗୁଣି ଚରଣ ପ୍ରଧାନ

ଓଡ଼ିଆ ରାଜନୀତିଜ୍ଞ

ମାଗୁଣି ଚରଣ ପ୍ରଧାନ (ଜନ୍ମ: ୧ ଜୁଲାଇ ୧୯୨୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଭଞ୍ଜନଗର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ମାଗୁଣି ଚରଣ ପ୍ରଧାନ
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀସୁମା ନାଏକ, ଗୋବିନ୍ଦ ପ୍ରଧାନ
ପର ଅଧିକାରୀଦୀନବନ୍ଧୁ ବେହେରା
ନିର୍ବାଚନ ମଣ୍ଡଳୀଭଞ୍ଜନଗର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1926-07-01) ୧ ଜୁଲାଇ ୧୯୨୬ (ବୟସ ୯୭)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଶକୁନ୍ତଳା ପ୍ରଧାନ
ବାପା/ବୋଉଦଣ୍ଡପାଣି ପ୍ରଧାନ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ମାଗୁଣି ୧୯୨୬ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଦଣ୍ଡପାଣି ପ୍ରଧାନ ଓ ପତ୍ନୀଙ୍କ ନାମ ଶକୁନ୍ତଳା ପ୍ରଧାନ ।[୧]

ରାଜନୈତିକ ଜୀବନ ସମ୍ପାଦନା

ମାଗୁଣି ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Maguni Charan Pradhan". odishaassembly.nic.in. Odisha Assembly. Retrieved 1 February 2021.