ମାଣିକରାୟ ନାଏକ

ଓଡ଼ିଆ ରାଜନୀତିଜ୍ଞ

ମାଣିକରାୟ ନାଏକ (୧ ଜୁଲାଇ ୧୯୦୭ - ୨୦ ଫେବୃଆରୀ ୧୯୬୧) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୭ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କାଶିପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୨ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ମାଣିକରାୟ ନାଏକ
ବିଧାୟକ: ୨ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୭ – ୧୯୬୧
ନିର୍ବାଚନ ମଣ୍ଡଳୀକାଶିପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ(1907-07-01)୧ ଜୁଲାଇ ୧୯୦୭
ମୃତ୍ୟୁ୨୦ ଫେବୃଆରୀ ୧୯୬୧(1961-02-20) (ବୟସ ୫୩)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଗଣତନ୍ତ୍ର ପରିଷଦ
ଜୀବନ ସାଥୀରାଧାମତି ନାଏକ
ବାପା/ବୋଉମାଳତୀ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ମାଣିକରାୟ ନାଏକ ୧୯୦୭ ମସିହାର ଜୁଲାଇ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମାଳତୀ ନାଏକ ଓ ପତ୍ନୀଙ୍କ ନାମ ରାଧାମତି ନାଏକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ମାଣିକରାୟ ନାଏକ ଓଡ଼ିଶା ରାଜନୀତିରେ ଗଣତନ୍ତ୍ର ପରିଷଦର କର୍ମୀ ଭାବରେ କାର୍ଯ୍ୟ କରିଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ମାଣିକରାୟ ନାଏକ ୧୯୬୧ ମସିହାର ଫେବୃଆରୀ ୨୦ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୩ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Manikrai Naik". odishaassembly.nic.in. Odisha Assembly. Retrieved 17 January 2023.