ମାଧବ ଚନ୍ଦ୍ର ରାଉତରାୟ

ଓଡ଼ିଆ ରାଜନୀତିଜ୍ଞ

ମାଧବ ଚନ୍ଦ୍ର ରାଉତରାୟ (୬ ଜୁନ ୧୯୨୩ - ୧୧ ଜାନୁଆରୀ ୨୦୦୨) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ମାଧବ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୫୨ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ଖୋର୍ଦ୍ଧା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ମାଧବ ଚନ୍ଦ୍ର ରାଉତରାୟ
ବିଧାୟକ: ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୫୨ – ୧୯୫୭
ପର ଅଧିକାରୀପ୍ରାଣନାଥ ପଟ୍ଟନାୟକ
ନିର୍ବାଚନ ମଣ୍ଡଳୀଖୋର୍ଦ୍ଧା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1923-06-06)ଜୁନ ୬, ୧୯୨୩
ମୃତ୍ୟୁ୧୧ ଜାନୁଆରୀ ୨୦୦୨(2002-01-11) (ବୟସ ୭୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ମାଧବ ଚନ୍ଦ୍ର ରାଉତରାୟ ୧୯୨୩ ମସିହାର ଜୁନ ମାସ ୬ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧]

ରାଜନୈତିକ ଜୀବନ ସମ୍ପାଦନା

ମାଧବ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ମାଧବ ଚନ୍ଦ୍ର ରାଉତରାୟ ୨୦୦୨ ମସିହାର ଜାନୁଆରୀ ମାସ ୧୧ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା ।

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Madhab Chandra Rautray". odishaassembly.nic.in. Odisha Assembly. Retrieved 31 May 2020.