ମାନସ ମାଡକାମୀ

ଓଡ଼ିଆ ରାଜନୀତିଜ୍ଞ

ମାନସ ମାଡକାମୀ ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ମାନସ ମାଡକାମୀ
ବିଧାୟକ: ୧୫ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀମୁକୁନ୍ଦ ସୋଡ଼ୀ
ପର ଅଧିକାରୀଆଦିତ୍ୟ ମାଢ଼ୀ
ନିର୍ବାଚନ ମଣ୍ଡଳୀମାଲକାନଗିରି
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ମାନସ ମାଡକାମୀ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ମାଲକାନଗିରି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୩୪,୬୮୮ ଖଣ୍ଡ ଭୋଟ୍ ପାଇ ୩ୟ ସ୍ଥାନରେ ଥିଲେ ଏବଂ ବଜୟୀ ହୋଇଥିବା ଭାରତୀୟ ଜନତା ପାର୍ଟିର ପାର୍ଥୀ ନରସିଂହ ମାଡ଼କାମିଙ୍କ ଠାରୁ ୪୩,୯୯୧ ଖଣ୍ଡ ଭୋଟ୍‌ରେ ପରାସ୍ତ ହୋଇଥିଲେ ।[୨]

  1. ୧.୦ ୧.୧ "Shri Manas Madkami". odishaassembly.nic.in. Odisha Assembly. Retrieved 16 April 2022.
  2. "General Election to Assembly Constituencies 2024: Malkangiri (Odisha)". Election Commission of India. Retrieved 26 June 2024.