ମିତରେ ମିତ

୨୦୦୯ର ଓଡ଼ିଆ କଥାଚିତ୍ର

ମିତରେ ମିତ, ୨୦୦୯ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ଅନାମ ଚରଣ ସାହୁ ଏବଂ ଲକ୍ଷ୍ମୀପ୍ରିୟା ସାହୁ । ଲକ୍ଷ୍ମୀପ୍ରିୟା ସାହୁ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ସୁଧାକର ବସନ୍ତ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।

ମିତରେ ମିତ
ନିର୍ଦ୍ଦେଶକସୁଧାକର ବସନ୍ତ
ପ୍ରଯୋଜକଅନାମ ଚରଣ ସାହୁ, ଲକ୍ଷ୍ମୀପ୍ରିୟା ସାହୁ
ସଂଳାପରଜନୀ ରଞ୍ଜନ
ଚିତ୍ରନାଟ୍ୟସୁଧାକର ବସନ୍ତ
କାହାଣୀଲକ୍ଷ୍ମୀପ୍ରିୟା ସାହୁ
କଳାକାରଅରିନ୍ଦମ ରାୟ, ନମ୍ରତା ଥାପା, ଲଭ୍‌ଲି, ତନ୍ମୟ ମିଶ୍ର, ମିହିର ଦାସ, ବିଜୟ ମହାନ୍ତି, ସରୋଜ ଦାସ, ପିଣ୍ଟୁ ନନ୍ଦ, ହରିହର ମହାପାତ୍ର
ସଙ୍ଗୀତପ୍ରଶାନ୍ତ ପାଢ଼ୀ
ଚିତ୍ରଗ୍ରହଣସୀତାଂଶୁ ମହାପାତ୍ର
ସମ୍ପାଦକଚନ୍ଦ୍ରଶେଖର ମିଶ୍ର
ମୁକ୍ତିଲାଭ ତାରିଖ
୨୪ ସେପ୍ଟେମ୍ବର ୨୦୦୯
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅରିନ୍ଦମ ରାୟ, ଲଭ୍‌ଲି ଏବଂ ନମ୍ରତା ଥାପା[୧] । ତନ୍ମୟ ମିଶ୍ର, ମିହିର ଦାସ, ବିଜୟ ମହାନ୍ତି, ସରୋଜ ଦାସ, ପିଣ୍ଟୁ ନନ୍ଦ, ରାଜା, ହରିହର ମହାପାତ୍ର, ଜୟୀରାମ ସାମଲ ଆଦି ଏହି କଥାଚିତ୍ରଟିରେ ଅଭିନୟ କରିଥିଲେ ।

ଅଭିନୟସମ୍ପାଦନ କରନ୍ତୁ

କାହାଣୀସମ୍ପାଦନ କରନ୍ତୁ

ଗୀତ ଏବଂ ସଙ୍ଗୀତସମ୍ପାଦନ କରନ୍ତୁ

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ପ୍ରଶାନ୍ତ ପାଢ଼ୀବସନ୍ତରାଜ ସାମଲ, ଅରୁଣ ମନ୍ତ୍ରୀ, ନିର୍ମଳ ନାୟକ, ପ୍ରଶାନ୍ତ ପାଢ଼ୀ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ମହ‌ମଦ ଅଜିଜ୍, କୁମାର ବାପି, ତପୁ ମିଶ୍ର, ଉଦିତ ନାରାୟଣ, ପ୍ରଶାନ୍ତ ପାଢ଼ୀ, ଅନାମ ଚରଣ ସାହୁ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।

ଗୀତସମ୍ପାଦନ କରନ୍ତୁ

କ୍ରମଗୀତସମୟ
1."ତମେ ସୁନ୍ଦର ଚିର ସୁନ୍ଦର" 
2."ସାତ ସିନ୍ଧୁ ତେର ନଈ" 
3."ତୋ ଚେହେରା ଫୁଲ ପସରା" 
4."ହରି ଓମ୍ ହରି" 
5."ମୋ ଆଖିରେ ତୁ ପଲକ" 
6."ଫୁଲ ନା ଗ‌ହଣା" 
7."ଜୀବନ ଏମିତି ଚଲାବାଟ" 
8."ତୋ ଚେହେରା ଫୁଲ ପସରା (ଦ୍ୱେତ)" 

ଆଧାରସମ୍ପାଦନ କରନ୍ତୁ

  1. "ଓଲିଉଡରେ ଏଥିଲାଗି ବି ଚର୍ଚ୍ଚିତା ହୋଇଥିଲେ ନମ୍ରତା ଥାପ୍ପା". sambad.in. 31 March 2018. Retrieved 2 April 2018.
  2. "ଏହି ନାୟିକାମାନଙ୍କ ସହ ପ୍ରଥମ ସିନେମାରେ ଅରିନ୍ଦମ୍ ବନାଇଥିଲେ ହିଟ୍ ଯୋଡି | Sambad". Sambad. 1 September 2018. Archived from the original on 1 September 2018. Retrieved 1 September 2018.
  3. "ଆଇଟମ୍ ନମ୍ବରରେ ବଲିଉଡଠାରୁ ଓଲିଉଡ ପଛରେ". OdishaLIVE. 7 May 2018. Retrieved 27 August 2018.
  4. "ଲେଉଟିଲେ ନମ୍ରତା , ଯାହାଙ୍କ ପାଇଁ ବସୁଧା ଚିରି ଆସିଲେ ନାୟକ". Sambad (in Odia). Odisha. 16 January 2019. Archived from the original on 27 October 2022. Retrieved 22 January 2019.{{cite news}}: CS1 maint: unrecognized language (link)

ବାହାର ଆଧାରସମ୍ପାଦନ କରନ୍ତୁ