ମୁଁ ତତେ ଲଭ୍ କରୁଚି
ମୁଁ ତତେ ଲଭ୍ କରୁଚି, ୨୦୦୭ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସୁଚିତ୍ରା ରଥ । ସଞ୍ଜୟ ନାୟକ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ରଣଜିତ ପଟ୍ଟନାୟକ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ । ଅଶୋକ ପତି ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।
ମୁଁ ତତେ ଲଭ୍ କରୁଚି | |
---|---|
ନିର୍ଦ୍ଦେଶକ | ଅଶୋକ ପତି |
ପ୍ରଯୋଜକ | ସୁଚିତ୍ରା ରଥ |
ସଂଳାପ | ରଣଜିତ ପଟ୍ଟନାୟକ |
ଚିତ୍ରନାଟ୍ୟ | ଅଶୋକ ପତି |
କାହାଣୀ | ସଞ୍ଜୟ ନାୟକ |
କଳାକାର | ଅରିନ୍ଦମ ରାୟ, ସିଦ୍ଧାନ୍ତ ମହାପାତ୍ର, ନମ୍ରତା ଥାପା, ମାମା ମିଶ୍ର, ବବି ମିଶ୍ର, ମିହିର ଦାସ, ଅଜିତ ଦାସ, ଅନିତା ଦାସ |
ସଙ୍ଗୀତ | ବଚୁ ମୁଖାର୍ଜୀ |
ଚିତ୍ରଗ୍ରହଣ | କେ. ଆର୍. ରମେଶ |
ସମ୍ପାଦକ | ସଞ୍ଜୟ ନାୟକ |
ମୁକ୍ତିଲାଭ ତାରିଖ | ୨୦୦୭ |
ଦେଶ | ![]() |
ଭାଷା | ଓଡ଼ିଆ |
ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅରିନ୍ଦମ ରାୟ, ସିଦ୍ଧାନ୍ତ ମହାପାତ୍ର ଏବଂ ନମ୍ରତା ଥାପା[୧] ।[୨] ମାମା ମିଶ୍ର, ବବି ମିଶ୍ର, ମିହିର ଦାସ, ଅଜିତ ଦାସ, ଅନିତା ଦାସ, ହାଡ଼ୁ, ସଲିଲ ମିତ୍ର, ବିଜୟ ମହାନ୍ତି, ଉତ୍ତମ ମହାନ୍ତି, ପିଙ୍କି ପ୍ରଧାନ, ତନ୍ଦ୍ରା ରାୟ, ଜୟୀରାମ ସାମଲ, ତନ୍ବୀର୍ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ ।
ଅଭିନୟସମ୍ପାଦନ କରନ୍ତୁ
କାହାଣୀସମ୍ପାଦନ କରନ୍ତୁ
ଗୀତ ଏବଂ ସଙ୍ଗୀତସମ୍ପାଦନ କରନ୍ତୁ
ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବଚୁ ମୁଖାର୍ଜୀ । ସ୍ୱରୂପ ନାୟକ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । କୁମାର ବାପି, ତପୁ ମିଶ୍ର, ଉଦିତ ନାରାୟଣ, ସ୍ୱରୂପ ନାୟକ ଆଦି କଳାକାରମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ ।
ଗୀତସମ୍ପାଦନ କରନ୍ତୁ
କ୍ରମ | ଗୀତ | ସମୟ |
---|---|---|
1. | "ତୋର ମୋର ଯୋଡ଼ି" | |
2. | "ସାଇ ବାବା" | |
3. | "ମୁଁ ତତେ ଲଭ୍ କରୁଚି" | |
4. | "ମତେ କିଏ କହେ" | |
5. | "ମାଧବୀ ତୁ ମତେ କଲୁ ନିକମ୍ମା" | |
6. | "ଯୋଉ କଥା କହିପାରିଲି ନାହିଁ (ନାରୀ)" | |
7. | "ଯୋଉ କଥା କହିପାରିଲି ନାହିଁ (ପୁରୁଷ)" |
ଆଧାରସମ୍ପାଦନ କରନ୍ତୁ
- ↑ "ଓଲିଉଡରେ ଏଥିଲାଗି ବି ଚର୍ଚ୍ଚିତା ହୋଇଥିଲେ ନମ୍ରତା ଥାପ୍ପା". sambad.in. 31 March 2018. Retrieved 2 April 2018.
- ↑ "ଏହି ନାୟିକାମାନଙ୍କ ସହ ପ୍ରଥମ ସିନେମାରେ ଅରିନ୍ଦମ୍ ବନାଇଥିଲେ ହିଟ୍ ଯୋଡି | Sambad". Sambad. 1 September 2018. Archived from the original on 1 September 2018. Retrieved 1 September 2018.
- ↑ "ଆଇଟମ୍ ନମ୍ବରରେ ବଲିଉଡଠାରୁ ଓଲିଉଡ ପଛରେ". OdishaLIVE. 7 May 2018. Retrieved 27 August 2018.
- ↑ "ଲେଉଟିଲେ ନମ୍ରତା , ଯାହାଙ୍କ ପାଇଁ ବସୁଧା ଚିରି ଆସିଲେ ନାୟକ". Sambad (in Odia). Odisha. 16 January 2019. Archived from the original on 27 October 2022. Retrieved 22 January 2019.
{{cite news}}
: CS1 maint: unrecognized language (link) - ↑ "ପଜିଟିଭ୍ ରୋଲ୍ରେ ନଜର ଆସିବେ ଏହି ଅଭିନେତା". sambad.in. 29 March 2018. Retrieved 2 April 2018.
ବାହାର ଆଧାରସମ୍ପାଦନ କରନ୍ତୁ
- ଇଣ୍ଟରନେଟ ମୁଭି ଡାଟାବେସରେ ମୁଁ ତତେ ଲଭ୍ କରୁଚି