ମୁକେଶ କୁମାର ପାଳ
ମୁକେଶ କୁମାର ପାଳ (ଜନ୍ମ: ୩୦ ଜାନୁଆରୀ ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ମୁକେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମୁକେଶ କୁମାର ପାଳ | |
---|---|
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ମହେଶ ସାହୁ |
ପର ଅଧିକାରୀ | ଅଶୋକ ମହାନ୍ତି |
ନିର୍ବାଚନ ମଣ୍ଡଳୀ | ପାଲଲହଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୩୦ ଜାନୁଆରୀ ୧୯୮୩ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ବାପା/ବୋଉ | ବସନ୍ତ ବିହାରୀ ପାଳ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାମୁକେଶ କୁମାର ପାଳ ୧୯୮୩ ମସିହାର ଜାନୁଆରୀ ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବସନ୍ତ ବିହାରୀ ପାଳ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକ ।[୧]
ରାଜନୈତିକ ଜୀବନ
ସମ୍ପାଦନାମୁକେଶ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରିଛନ୍ତି ।[୧]
୨୦୨୪ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ, ସେ ବିଜେଡିର ପ୍ରାର୍ଥୀ ଭାବରେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ, ସେ ସମୁଦାୟ ୬୩,୯୯୭ ଖଣ୍ଡ ଭୋଟ୍ ପାଇ ୨ୟ ସ୍ଥାନରେ ଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପାର୍ଥୀ ଅଶୋକ ମହାନ୍ତିଙ୍କ ଠାରୁ ୭,୫୬୩ ଖଣ୍ଡ ଭୋଟ୍ରେ ପରାସ୍ତ ହୋଇଥିଲେ ।[୨]
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Mukesh Kumar Pal". odishaassembly.nic.in. Odisha Assembly. Retrieved 19 July 2020.
- ↑ "General Election to Assembly Constituencies 2024: Pallahara (Odisha)". Election Commission of India. Retrieved 27 June 2024.
ବାହାର ଆଧାର
ସମ୍ପାଦନା- ଉଇକିମିଡ଼ିଆ କମନ୍ସରେ Mukesh Kumar Pal-ସମ୍ପର୍କିତ ମିଡ଼ିଆ