ମୁକେଶ କୁମାର ପାଳ

ଓଡ଼ିଆ ରାଜନୀତିଜ୍ଞ

ମୁକେଶ କୁମାର ପାଳ (ଜନ୍ମ: ୩୦ ଜାନୁଆରୀ ୧୯୮୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ମୁକେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ପାଲଲହଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ମୁକେଶ କୁମାର ପାଳ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀମହେଶ ସାହୁ
ନିର୍ବାଚନ ମଣ୍ଡଳୀପାଲଲହଡ଼ା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1983-01-30) ୩୦ ଜାନୁଆରୀ ୧୯୮୩ (ବୟସ ୪୧)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ବାପା/ବୋଉବସନ୍ତ ବିହାରୀ ପାଳ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ମୁକେଶ କୁମାର ପାଳ ୧୯୮୩ ମସିହାର ଜାନୁଆରୀ ମାସ ୩୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବସନ୍ତ ବିହାରୀ ପାଳ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ବିଜ୍ଞାନରେ ସ୍ନାତକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ମୁକେଶ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Mukesh Kumar Pal". odishaassembly.nic.in. Odisha Assembly. Retrieved 19 July 2020.

ବାହାର ଆଧାର ସମ୍ପାଦନା

  •   ଉଇକିମିଡ଼ିଆ କମନ୍ସରେ Mukesh Kumar Pal-ସମ୍ପର୍କିତ ମିଡ଼ିଆ