ମୁକେଶ ମହାଲିଙ୍ଗ

ଓଡ଼ିଆ ରାଜନୀତିଜ୍ଞ

ମୁକେଶ ମହାଲିଙ୍ଗ (ଜନ୍ମ: ୧୧ ଜୁଲାଇ ୧୯୭୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଲୋଇସିଂହା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ମୁକେଶ ମହାଲିଙ୍ଗ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀଯୋଗେନ୍ଦ୍ର ବେହେରା
ନିର୍ବାଚନ ମଣ୍ଡଳୀଲୋଇସିଂହା
ବ୍ୟକ୍ତିଗତ ସବିଶେଷ
ଜନ୍ମ (1973-07-11) ୧୧ ଜୁଲାଇ ୧୯୭୩ (ବୟସ ୫୦)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ଜୀବନ ସାଥୀଅନିତା ପାଣ୍ଡେ
ବାପା/ବୋଉମୀନକେତନ ମହାଲିଙ୍ଗ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ମୁକେଶ ମହାଲିଙ୍ଗ ୧୯୭୩ ମସିହାର ଜୁଲାଇ ୧୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମୀନକେତନ ମହାଲିଙ୍ଗ ଓ ପତ୍ନୀଙ୍କ ନାମ ଅନିତା ପାଣ୍ଡେ ।[୧]

ରାଜନୈତିକ ଜୀବନ ସମ୍ପାଦନା

ମୁକେଶ ମହାଲିଙ୍ଗ ଓଡ଼ିଶା ରାଜନୀତିରେ ଭାରତୀୟ ଜନତା ପାର୍ଟିର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Mukesh Mahaling". odishaassembly.nic.in. Odisha Assembly. Retrieved 14 September 2021.

ବାହାର ଆଧାର ସମ୍ପାଦନା

  •   ଉଇକିମିଡ଼ିଆ କମନ୍ସରେ Mukesh Mahaling-ସମ୍ପର୍କିତ ମିଡ଼ିଆ