ମୁଖରମ ନାଏକ
ଓଡ଼ିଆ ରାଜନୀତିଜ୍ଞ
ମୁଖରମ ନାଏକ (ଜନ୍ମ: ୧୨ ଜାନୁଆରୀ ୧୯୪୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଜଗାଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ମୁଖରମ ନାଏକ | |
---|---|
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୮୫ | |
ପୂର୍ବ ଅଧିକାରୀ | ବ୍ରଜମୋହନ କିଷାନ |
ପର ଅଧିକାରୀ | ମଙ୍ଗଳା କିଶାନ |
ନିର୍ବାଚନ ମଣ୍ଡଳୀ | ରାଜଗାଙ୍ଗପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୨ ଜାନୁଆରୀ ୧୯୪୬ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଅମ୍ବା ନାଏକ |
ବାପା/ବୋଉ | ଭୁବନେଶ୍ୱର ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାମୁଖରମ ନାଏକ ୧୯୪୬ ମସିହାର ଜାନୁଆରୀ ମାସ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭୁବନେଶ୍ୱର ନାଏକ ଓ ପତ୍ନୀଙ୍କ ନାମ ଅମ୍ବା ନାଏକ ।[୨]
ରାଜନୈତିକ ଜୀବନ
ସମ୍ପାଦନାମୁଖରମ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୨]
ଆଧାର
ସମ୍ପାଦନା- ↑ "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Archived from the original (PDF) on 2 October 2020. Retrieved 29 August 2020.
- ↑ ୨.୦ ୨.୧ "Shri Mukharam Naik". odishaassembly.nic.in. Odisha Assembly. Retrieved 24 October 2020.