ମୁଖରମ ନାଏକ

ଓଡ଼ିଆ ରାଜନୀତିଜ୍ଞ

ମୁଖରମ ନାଏକ (ଜନ୍ମ: ୧୨ ଜାନୁଆରୀ ୧୯୪୬) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୦ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ରାଜଗାଙ୍ଗପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୮ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ମୁଖରମ ନାଏକ
ବିଧାୟକ: ୮ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୦ – ୧୯୮୫
ପୂର୍ବ ଅଧିକାରୀବ୍ରଜମୋହନ କିଷାନ
ପର ଅଧିକାରୀମଙ୍ଗଳା କିଶାନ
ନିର୍ବାଚନ ମଣ୍ଡଳୀରାଜଗାଙ୍ଗପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1946-01-12) ୧୨ ଜାନୁଆରୀ ୧୯୪୬ (ବୟସ ୭୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀଅମ୍ବା ନାଏକ
ବାପା/ବୋଉଭୁବନେଶ୍ୱର ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ମୁଖରମ ନାଏକ ୧୯୪୬ ମସିହାର ଜାନୁଆରୀ ମାସ ୧୨ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଭୁବନେଶ୍ୱର ନାଏକ ଓ ପତ୍ନୀଙ୍କ ନାମ ଅମ୍ବା ନାଏକ ।[୨]

ରାଜନୈତିକ ଜୀବନ ସମ୍ପାଦନା

ମୁଖରମ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ ଓଡ଼ିଶା ରାଜନୀତିରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୨]

ଆଧାର ସମ୍ପାଦନା

  1. "LIST OF MEMBERS OF ODISHA LEGISLATIVE ASSEMBLY (1951–2004)" (PDF). ODISHA REFERENCE ANNUAL: 458. 2011. Retrieved 29 August 2020.
  2. ୨.୦ ୨.୧ "Shri Mukharam Naik". odishaassembly.nic.in. Odisha Assembly. Retrieved 24 October 2020.