ମୁଖା (୨୦୨୨ର ଓଡ଼ିଆ କଥାଚିତ୍ର)

୨୦୨୨ ଓଡ଼ିଆ କଥାଚିତ୍ର

ମୁଖା ୨୦୨୨ ମସିହାରେ ଦୂରଦର୍ଶନରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ ସଞ୍ଜୀବ ଦ୍ୱିବେଦୀ । ବି. ଚନ୍ଦନ କୁମାର ଏହି କଥାଚିତ୍ରଟିର କାହାଣୀ ଓ ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ଜିତେନ୍ଦ୍ର ବରାଳ ଏହାର ସଂଳାପ ରଚନା କରିଥିଲେ । ଏହି କଥାଚିତ୍ରଟିର ନିର୍ଦ୍ଦେଶନା ଦେଇଥିଲେ ସୁଧାଂଶୁ ମୋହନ ସାହୁ ।[୧]

ମୁଖା
ନିର୍ଦ୍ଦେଶକସୁଧାଂଶୁ ମୋହନ ସାହୁ
ପ୍ରଯୋଜକସଞ୍ଜୀବ ଦ୍ୱିବେଦୀ
ସଂଳାପଜିତେନ୍ଦ୍ର ବରାଳ
ଚିତ୍ରନାଟ୍ୟବି. ଚନ୍ଦନ କୁମାର
କାହାଣୀବି. ଚନ୍ଦନ କୁମାର
କଳାକାରଜଗଜିତ ପାଲ୍
ଅର୍ଲିନ ଅଙ୍କିତା
ପିଣ୍ଟୁ ନନ୍ଦ
ସଙ୍ଗୀତବିଷ୍ଣୁମୋହନ କବି
ଚିତ୍ରଗ୍ରହଣସୋମିଓ
ସମ୍ପାଦକରାଜେଶ ଦାଶ
ମୁକ୍ତିଲାଭ ତାରିଖ
୧୧ ଡିସେମ୍ବର ୨୦୨୨
ଦେଶ ଭାରତ
ଭାଷାଓଡ଼ିଆ

ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଜଗଜିତ ପାଲ୍ ଓ ଅର୍ଲିନ ଅଙ୍କିତା । ପିଣ୍ଟୁ ନନ୍ଦ, ମନସ୍ୱିନୀ, ତ୍ରିଭୁବନ ପଣ୍ଡା, ବାପି, ଡେଜି, ଦେବାଶିଷ, ସୁନୀତ ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ୨୦୨୨ ମସିହାର ଡିସେମ୍ବର ୧୧ ତାରିଖରେ ଏହି କଥାଚିତ୍ରଟି ଉଭୟ ତରଙ୍ଗ ଟିଭି ଓ ତରଙ୍ଗ ପ୍ଲସ୍‌ରେ ମୁକ୍ତିଲାଭ କରିଥିଲା ।[୧]

ଅଭିନୟ ସମ୍ପାଦନା

କାହାଣୀ ସମ୍ପାଦନା

ଗୀତ ଏବଂ ସଙ୍ଗୀତ ସମ୍ପାଦନା

ଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ବିଷ୍ଣୁମୋହନ କବି[୧] ତପୁ ନାୟକ, ଦେବୀଦତ୍ତ ମହାନ୍ତି ଆଦି ଗୀତିକାର ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ ।

ଗୀତ ସମ୍ପାଦନା

କ୍ରମଗୀତସମୟ

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "ଜଗଜିତଙ୍କ ସହ ଅର୍ଲିନ ଅଙ୍କିତା". ନିର୍ଭୟ. 12 December 2022. p. 10. Archived from the original on 3 January 2023. Retrieved 3 January 2023.

ବାହାର ଆଧାର ସମ୍ପାଦନା

  • ଇଣ୍ଟରନେଟ ମୁଭି ଡାଟାବେସରେ ମୁଖା