ମୋହନା (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

ମୋହନା (କ୍ରମିକ ସଂଖ୍ୟା: (୧୩୬) ଗଜପତି ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ[୧] ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ମୋହନା ବ୍ଳକ, ରା. ଉଦୟଗିରି ବ୍ଳକ, ନୂଆଗଡ଼ ବ୍ଳକ ଓ ରାୟଗଡ଼ା ବ୍ଳକ ।[୨][୩]

ମୋହନା ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୧,୯୩,୭୫୮
ଜିଲ୍ଲା: ଗଜପତି
ଲୋକ ସଭା ନିର୍ବାଚନ ମଣ୍ଡଳୀ: ବ୍ରହ୍ମପୁର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥିନୀ ବାସନ୍ତୀ ମଲ୍ଲିକ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଦାଶରଥି ଗମାଙ୍ଗଙ୍କଠାରୁ ୧୧୫ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୪]

ଗତ ୨୦୦୯ ନିର୍ବାଚନରେ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଚକ୍ରଧର ପାଇକ, ଭାରତୀୟ ଜନତା ପାର୍ଟି ପ୍ରାର୍ଥୀ ଅନ୍ତର୍ଯ୍ୟାମି ଗମାଙ୍ଗଙ୍କଠାରୁ ୯୧୭ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୫]

୨୦୦୯ ନିର୍ବାଚନ ଫଳାଫଳ ସମ୍ପାଦନା

୨୦୦୯ ବିଧାନ ସଭା ନିର୍ବାଚନ, ମୋହନା [୬]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
କଂଗ୍ରେସ ଚକ୍ରଧର ପାଇକ ୩୭,୬୯୭ ୩୩.୬୩ -
ଭାଜପା ଅନ୍ତର୍ଯ୍ୟାମି ଗମାଙ୍ଗ ୩୬,୭୮୦ ୩୨.୮୨ -
ବିଜଦ ଜୋହାନ ଦଳବେହେରା ୨୦,୨୦୬ ୧୮.୦୩ -
ବସପା ଜେମସ ରାଇକ ୯,୦୯୦ ୮.୧୧ -
ସ୍ୱାଧୀନ ଗମାଙ୍ଗ ମାଝି ୪,୫୦୮ ୪.୦୨ -
ସମୃଦ୍ଧ ଓଡ଼ିଶା ଥିଓଫିଲ ଗମାଙ୍ଗ ୨,୦୯୫ ୧.୮୭ -
କଳିଙ୍ଗ ସେନା ରବିନ ମଣ୍ଡଳ ୧,୭୦୫ ୧.୫୨ -
ଭୋଟ ବ୍ୟବଧାନ ୯୧୭ ୦.୮୨* -
ମତଦାନ ହାର ୧,୧୨,୦୮୭ ୬୬.୨୬ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ ସମ୍ପାଦନା

୧୯୬୧ରୁ ୨୦୧୪ ମଧ୍ୟରେ ମୋଟ ୧୫ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୭][୮][୪]

ଆଧାର ସମ୍ପାଦନା

  1. "Mohana Assembly Election 2009, Orissa". empoweringindia.org. Retrieved 8 June 2013. Constituency: Mohana (136) District : Gajapati
  2. Assembly Constituencies and their Extent
  3. Seats of Odisha
  4. ୪.୦ ୪.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  5. "Orissa Election Result 2009 With Vote Margin". leadtech.in. Archived from the original on 27 May 2013. Retrieved 21 April 2013. 917
  6. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  7. "State Elections 2004 - Partywise Comparision for 77-Mohana Constituency of ORISSA". eci.nic.in. 2006. Retrieved 8 June 2013. List Of Winning Candidates
  8. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf