ମୋହନ ନାଗ
ମୋହନ ନାଗ (୨୪ ଅପ୍ରେଲ ୧୯୨୭ - ୧୫ ନଭେମ୍ବର ୨୦୧୪) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛଅ ଥର କାର୍ଯ୍ୟ କରିଥିଲେ । ୧୯୬୧, ୧୯୬୭,୧୯୭୪, ୧୯୮୦, ୧୯୮୫ ଓ ୧୯୯୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେପୁର ଓ ଭଟଲୀ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୩ୟ, ୪ର୍ଥ, ୬ଷ୍ଠ, ୮ମ, ୯ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ମୋହନ ନାଗ | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | କୁମାର ବେହେରା |
ପର ଅଧିକାରୀ | ବିମ୍ବାଧର କୁଅଁର |
ନିର୍ବାଚନ ମଣ୍ଡଳୀ | ଭଟଲୀ |
ବିଧାୟକ: ୮ମ, ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୦ – ୧୯୯୦ | |
ପୂର୍ବ ଅଧିକାରୀ | ବିମ୍ବାଧର କୁଅଁର |
ପର ଅଧିକାରୀ | କୁମାର ବେହେରା |
ନିର୍ବାଚନ ମଣ୍ଡଳୀ | ଭଟଲୀ |
ବିଧାୟକ: ୬ଷ୍ଠ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୪ – ୧୯୭୭ | |
ପୂର୍ବ ଅଧିକାରୀ | ନଟବର ବଞ୍ଛୋର |
ପର ଅଧିକାରୀ | ବିମ୍ବାଧର କୁଅଁର |
ନିର୍ବାଚନ ମଣ୍ଡଳୀ | ଭଟଲୀ |
ବିଧାୟକ: ୩ୟ, ୪ର୍ଥ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୬୧ – ୧୯୭୧ | |
ପର ଅଧିକାରୀ | ତ୍ରିବିକ୍ରମ ମଲ୍ଲିକ |
ନିର୍ବାଚନ ମଣ୍ଡଳୀ | ବିଜେପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୭ ଅପ୍ରେଲ ୧୯୨୭ |
ମୃତ୍ୟୁ | ୧୫ ନଭେମ୍ବର ୨୦୧୪ | (ବୟସ ୮୭)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ଇନ୍ଦୁମଣି ନାଗ |
ବାପା/ବୋଉ | କପିଳା ନାଗ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାମୋହନ ନାଗ ୧୯୨୭ ମସିହାର ଅପ୍ରେଲ ୨୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ କପିଳା ନାଗ ଓ ପତ୍ନୀଙ୍କ ନାମ ଇନ୍ଦୁମଣି ନାଗ ।[୧]
ରାଜନୈତିକ ଜୀବନ
ସମ୍ପାଦନାମୋହନ ନାଗ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଛଅ ଥର କାର୍ଯ୍ୟ କରିଥିଲେ । ୧୯୭୬ ମସିହାରୁ ୧୯୭୭, ୧୯୮୫ ମସିହାରୁ ୧୯୯୦ ଓ ୧୯୯୮ ମସିହାରୁ ୨୦୦୦ ମସିହା ପର୍ଯ୍ୟନ୍ତ ସେ ଓଡ଼ିଶା ବିଧାନ ସଭାରେ ଜଣେ ମନ୍ତ୍ରୀ ଭାବରେ ବିଭନ୍ନ ବିଭାଗରେ କାର୍ଯ୍ୟ କରିଥିଲେ ।[୧]
ବିଧାନ ସଭା ଓ ଲୋକ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୧୯୬୧ | ୧୯୬୭ | ସଭ୍ୟ, ୩ୟ ଓଡ଼ିଶା ବିଧାନ ସଭା | ବିଜେପୁର | ଭାରତୀୟ ଜାତୀୟ କଂଗ୍ରେସ |
୧୯୬୭ | ୧୯୭୧ | ସଭ୍ୟ, ୪ର୍ଥ ଓଡ଼ିଶା ବିଧାନ ସଭା | ବିଜେପୁର | ଭାରତୀୟ ଜାତୀୟ କଂଗ୍ରେସ |
୧୯୭୪ | ୧୯୭୭ | ସଭ୍ୟ, ୬ଷ୍ଠ ଓଡ଼ିଶା ବିଧାନ ସଭା | ଭଟଲୀ | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୦ | ୧୯୮୫ | ସଭ୍ୟ, ୮ମ ଓଡ଼ିଶା ବିଧାନ ସଭା | ଭଟଲୀ | ଭାରତୀୟ ଜାତୀୟ କଂଗ୍ରେସ |
୧୯୮୫ | ୧୯୯୦ | ସଭ୍ୟ, ୯ମ ଓଡ଼ିଶା ବିଧାନ ସଭା | ଭଟଲୀ | ଭାରତୀୟ ଜାତୀୟ କଂଗ୍ରେସ |
୧୯୯୫ | ୨୦୦୦ | ସଭ୍ୟ, ୧୧ଶ ଓଡ଼ିଶା ବିଧାନ ସଭା | ଭଟଲୀ | ଭାରତୀୟ ଜାତୀୟ କଂଗ୍ରେସ |
ମୃତ୍ୟୁ
ସମ୍ପାଦନାମୋହନ ନାଗ ୨୦୧୪ ମସିହାର ନଭେମ୍ବର ୧୫ ତାରିଖରେ ୮୭ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ "Shri Mohan Nag". odishaassembly.nic.in. Odisha Assembly. Retrieved 28 July 2021.