ମୋ କୋଳ ତୋ ଝୁଲଣା

୨୦୦୧ର ଓଡ଼ିଆ କଥାଚିତ୍ର

ମୋ କୋଳ ତୋ ଝୁଲଣା ୨୦୦୧ ମସିହାରେ ମୁକ୍ତିଲାଭ କରିଥିବା ଏକ ଓଡ଼ିଆ କଥାଚିତ୍ର । ଏହା ହିମାଂଶୁ ପରିଜାଙ୍କ ନିର୍ଦ୍ଦେଶନାରେ ନିର୍ମିତ ହେଇଥିଲା

ମୋ କୋଳ ତୋ ଝୁଲଣା
ନିର୍ଦ୍ଦେଶକହିମାଂଶୁ ପରିଜା
ପ୍ରଯୋଜକବସନ୍ତ ନାୟକ
ଚିତ୍ରନାଟ୍ୟବିଜୟ ମିଶ୍ର
କଳାକାରରଚନା ବାନାର୍ଜୀ, ସିଦ୍ଧାନ୍ତ ମହାପାତ୍ର, ଉତ୍ତମ ମହାନ୍ତି, ହର ପଟ୍ଟନାୟକ, ବିଜୟ ମହାନ୍ତି
ସଙ୍ଗୀତସ୍ୱରୂପ ନାୟକ
ମୁକ୍ତିଲାଭ ତାରିଖ
୨୦୦୧
ଦେଶ ଭାରତ
ଭାଷାଓଡ଼ିଆ

ଅଭିନୟରେସମ୍ପାଦନ କରନ୍ତୁ

ଓଡ଼ିଆ କଥାଚିତ୍ର ‘ମୋ କୋଳ ତୋ ଝୁଲଣା’ରେ ଅଭିନୟ କରିଥିବା ପ୍ରମୁଖ କଳାକାର ହେଲେ:

ଆଧାରସମ୍ପାଦନ କରନ୍ତୁ

ଅଧିକ ତଥ୍ୟସମ୍ପାଦନ କରନ୍ତୁ