ଯାଜପୁର (ବିଧାନ ସଭା ନିର୍ବାଚନ ମଣ୍ଡଳୀ)

ବିଧାନ ସଭା ନିର୍ବାଚନ ମଣ୍ଡଳୀ

ଯାଜପୁର (କ୍ରମିକ ସଂଖ୍ୟା: ୫୨) ଯାଜପୁର ଜିଲ୍ଲା ଅନ୍ତର୍ଗତ ଏକ ବିଧାନ ସଭା ନିର୍ବାଚନ ମଣ୍ଡଳୀ । ଏହି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଅଞ୍ଚଳ ଗୁଡ଼ିକ ହେଲା: ଯାଜପୁର (ପୌ), ଯାଜପୁର ବ୍ଳକର କିଛି ଅଂଶ ଓ ଦଶରଥପୁର ବ୍ଳକର କିଛି ଅଂଶ ।[୧][୨]

ଯାଜପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀ
ଭୋଟର ସଂଖ୍ୟା (୨୦୧୪): ୨,୦୯,୪୫୩
ଜିଲ୍ଲା: ଯାଜପୁର
ଲୋକ ସଭା ନିର୍ବାଚନ ମଣ୍ଡଳୀ: ଯାଜପୁର
ପଞ୍ଚାୟତ ସମିତି:
ଗ୍ରାମ ପଞ୍ଚାୟତ:
ବିଜ୍ଞାପିତ ଅଞ୍ଚଳ ପରିଷଦ:
ପୌର ପରିଷଦ:

ଗତ ୨୦୧୪ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ସନ୍ତୋଷ କୁମାର ନନ୍ଦଙ୍କଠାରୁ ୮୪୬୧୩ ଖଣ୍ଡ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଛନ୍ତି।[୩]

ଗତ ୨୦୦୯ ନିର୍ବାଚନରେ ବିଜୁ ଜନତା ଦଳ ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ, ଭାରତୀୟ ଜାତୀୟ କଂଗ୍ରେସ ପ୍ରାର୍ଥୀ ଦେବବ୍ରତ କଣ୍ଠଙ୍କଠାରୁ ୩୦,୨୪୫ ଅଧିକ ଭୋଟ ପାଇ ନିର୍ବାଚିତ ହୋଇଥିଲେ ।[୪]

୨୦୦୯ ନିର୍ବାଚନ ଫଳାଫଳ ସମ୍ପାଦନା

୨୦୦୯ ବିଧାନ ସଭା ନିର୍ବାଚନ, ଯାଜପୁର [୫]
ରାଜନୈତିକ ଦଳ ପ୍ରାର୍ଥୀ ଭୋଟ % ±%
ବିଜଦ ପ୍ରଣବ ପ୍ରକାଶ ଦାସ ୬୧,୭୧୨ ୫୦.୦୫ -
କଂଗ୍ରେସ ଦେବବ୍ରତ କଣ୍ଠ ୩୧,୪୬୭ ୨୫.୫୨ -
ଭାଜପା ଗୌରମ ରାୟ ୨୭,୭୮୫ ୨୨.୫୩ -
ସ୍ୱାଧୀନ ମାନସ ରଞ୍ଜନ ସ୍ୱାଇଁ ୧,୫୩୨ ୧.୨୪ -
ଜନ ହିତକାରୀ ପାର୍ଟି ବିଜୟାନନ୍ଦ ମହାନ୍ତି ୮୧୨ ୦.୬୬ -
ଭୋଟ ବ୍ୟବଧାନ ୩୦,୨୪୫ ୨୪.୫୩* -
ମତଦାନ ହାର ୧,୨୩,୩୪୦ ୬୩.୮୪ -

*: ମୋଟ ବୈଧ ଭୋଟର ଶତକଡ଼ା ଭାଗ

ନିର୍ବାଚିତ ବିଧାୟକଗଣ ସମ୍ପାଦନା

୧୯୫୧ରୁ ୨୦୧୪ ମଧ୍ୟରେ ମୋଟ ୧୫ଥର ନିର୍ବାଚନ ଅନୁଷ୍ଠିତ ହୋଇସାରିଛି । ଏହି ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇଥିବା ବିଧାୟକମାନେ ହେଲେ: [୬][୩]

ଆଧାର ସମ୍ପାଦନା

  1. Assembly Constituencies and their Extent
  2. Seats of Odisha
  3. ୩.୦ ୩.୧ https://eci.nic.in/eci_main/StatisticalReports/AE2014/Stat_Rep_Odisha-2014.pdf
  4. "Orissa Election Result 2009 With Vote Margin, Odisha Assembly Election Result 2009, Orissa Vidhan Sabha Election Result 2009, Odisha Constituency List, Orissa MLA List, Odisha Election 2009 Runner Up Votes Polled, Orissa Winner List". leadtech.in. Archived from the original on 27 May 2013. Retrieved 21 April 2013. 8971
  5. http://eci.nic.in/eci_main/StatisticalReports/AE2009/stat_OR_April2009.pdf
  6. http://orissa.gov.in/e-magazine/orissaannualreference/ORA-2011/pdf/453-501.pdf

ବାହାର ତଥ୍ୟ ସମ୍ପାଦନା