ଯୁଗରାମ ବେହେରା

ଓଡ଼ିଆ ରାଜନୀତିଜ୍ଞ

ଯୁଗରାମ ବେହେରା (ଜନ୍ମ: ୧୪ ସେପ୍ଟେମ୍ବର ୧୯୪୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଧର୍ମଗଡ଼ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଯୁଗରାମ ବେହେରା
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀଗଜାନନ ନାୟକ
ପର ଅଧିକାରୀଭାରତ ଭୂଷଣ ବେମାଲ
ନିର୍ବାଚନ ମଣ୍ଡଳୀଧର୍ମଗଡ଼
ବ୍ୟକ୍ତିଗତ ସବିଶେଷ
ଜନ୍ମ (1945-09-14) ୧୪ ସେପ୍ଟେମ୍ବର ୧୯୪୫ (ବୟସ ୭୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀକମଳା ବେହେରା
ବାପା/ବୋଉସୁନ୍ଦର ବେହେରା (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ଯୁଗରାମ ବେହେରା ୧୯୪୫ ମସିହାର ସେପ୍ଟେମ୍ବର ୧୪ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୁନ୍ଦର ବେହେରା ଓ ପତ୍ନୀଙ୍କ ନାମ କମଳା ବେହେରା ।[୧]

ରାଜନୈତିକ ଜୀବନ ସମ୍ପାଦନା

ଯୁଗରାମ ବେହେରା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାର ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Jugaram Behara". odishaassembly.nic.in. Odisha Assembly. Retrieved 26 May 2021.