ରଘୁନାଥ ମହାପାତ୍ର (ରାଜନେତା)

ଓଡ଼ିଆ ରାଜନୀତିଜ୍ଞ

ରଘୁନାଥ ମହାପାତ୍ର (୨୩ ମଇ ୧୯୨୦ - ୨୧ ଜାନୁଆରୀ ୨୦୧୦) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ୧୯୬୧ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଦିଗପହଣ୍ଡି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୩ୟ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରଘୁନାଥ ମହାପାତ୍ର
ବିଧାୟକ: ୩ୟ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୬୧ – ୧୯୬୭
ପୂର୍ବ ଅଧିକାରୀଅନଙ୍ଗ ମଞ୍ଜରୀ ଦେବୀ, ମୋହନ ନାଏକ
ନିର୍ବାଚନ ମଣ୍ଡଳୀଦିଗପହଣ୍ଡି
ବ୍ୟକ୍ତିଗତ ସବିଶେଷ
ଜନ୍ମ(1920-05-23)୨୩ ମଇ ୧୯୨୦
ମୃତ୍ୟୁ୨୧ ଜାନୁଆରୀ ୨୦୧୦(2010-01-21) (ବୟସ ୮୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ଜୀବନ ସାଥୀନଳିନୀକୁମାରୀ ଦେବୀ
ବାପା/ବୋଉନାରାୟଣ ମହାପାତ୍ର (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ ପରିବାର ଓ ଶିକ୍ଷା ସମ୍ପାଦନା

ରଘୁନାଥ ୧୯୨୦ ମସିହାର ମଇ ୨୩ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନାରାୟଣ ମହାପାତ୍ର ଓ ପତ୍ନୀଙ୍କ ନାମ ନଳିନୀକୁମାରୀ ଦେବୀ ।[୧]

ରାଜନୈତିକ ଜୀବନ ସମ୍ପାଦନା

ରଘୁନାଥ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର ରାଜନେତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ ।[୧]

ମୃତ୍ୟୁ ସମ୍ପାଦନା

ରଘୁନାଥ ୨୦୧୦ ମସିହାର ଜାନୁଆରୀ ୨୧ ତାରିଖରେ ୮୯ ବର୍ଷ ବୟସରେ ମୃତ୍ୟୁବରଣ କରିଥିଲେ ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Raghunath Mahapatra". odishaassembly.nic.in. Odisha Assembly. Retrieved 29 December 2020.