ରଘୁନାଥ ହେମ୍ବ୍ରମ
ରଘୁନାଥ ହେମ୍ବ୍ରମ (୧ ସେପ୍ଟେମ୍ବର ୧୯୪୩ - ୧୬ ଜୁଲାଇ ୨୦୦୩) ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ରଘୁନାଥ ଓଡ଼ିଶା ରାଜନୀତିରେ ଜନତା ଦଳ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ । ୧୯୭୭, ୧୯୮୦, ୧୯୯୦ ଓ ୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କରଞ୍ଜିଆ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୭ମ, ୮ମ, ୧୦ମ ଓ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରଘୁନାଥ ହେମ୍ବ୍ରମ | |
---|---|
ବିଧାୟକ: ୭ମ, ୮ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୭୭ – ୧୯୮୫ | |
ପୂର୍ବ ଅଧିକାରୀ | କରୁଣାକର ନାୟକ |
ପର ଅଧିକାରୀ | କରୁଣାକର ନାୟକ |
ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
ବିଧାୟକ: ୧୦ମ, ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୦ – ୨୦୦୦ | |
ପୂର୍ବ ଅଧିକାରୀ | କରୁଣାକର ନାୟକ |
ପର ଅଧିକାରୀ | ପଦ୍ମ ଚରଣ ହଇବୁରୁ |
ନିର୍ବାଚନ ମଣ୍ଡଳୀ | କରଞ୍ଜିଆ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ସେପ୍ଟେମ୍ବର ୧, ୧୯୪୩ |
ମୃତ୍ୟୁ | ୧୬ ଜୁଲାଇ ୨୦୦୩ | (ବୟସ ୫୯)
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଜନତା ଦଳ |
ଅନ୍ୟାନ୍ୟ ରାଜନୀତିକ ସମ୍ବନ୍ଧ | ଜନତା ପାର୍ଟି |
ଜୀବନ ସାଥୀ | ଫୁଲମତି ହେମ୍ବ୍ରମ |
ବାପା/ବୋଉ | ବୀରସିଂହ ହେମ୍ବ୍ରମ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାରଘୁନାଥ ହେମ୍ବ୍ରମ ୧୯୪୩ ମସିହାର ସେପ୍ଟେମ୍ବର ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବୀରସିଂହ ହେମ୍ବ୍ରମ ।[୧] ତାଙ୍କର ଶିକ୍ଷାଗତ ଯୋଗ୍ୟତା ଥିଲା ଇତିହାସରେ ସ୍ନାତକୋତ୍ତର । ତାଙ୍କ ପତ୍ନୀଙ୍କ ନାମ ଫୁଲମତି ହେମ୍ବ୍ରମ ।[୧]
ରାଜନୈତିକ ଜୀବନ
ସମ୍ପାଦନାରଘୁନାଥ ଓଡ଼ିଶା ରାଜନୀତିରେ ଜନତା ଦଳ ଓ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ ସକ୍ରିୟ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଚାରିଥର କାର୍ଯ୍ୟ କରିଥିଲେ ।
ମୃତ୍ୟୁ
ସମ୍ପାଦନାରଘୁନାଥ ୨୦୦୩ ମସିହାର ଜୁଲାଇ ମାସ ୧୬ ତାରିଖରେ ମୃତ୍ୟୁବରଣ କରିଥିଲେ ।[୧] ମୃତ୍ୟୁବେଳକୁ ତାଙ୍କୁ ୫୯ବର୍ଷ ବୟସ ହୋଇଥିଲା ।
ଆଧାର
ସମ୍ପାଦନା- ↑ ୧.୦ ୧.୧ ୧.୨ ୧.୩ "Shri Raghunath Hembram". odishaassembly.nic.in. Odisha Assembly. Retrieved 9 September 2019.