ରଘୁରାମ ପଦାଳ

ଓଡ଼ିଆ ରାଜନୀତିଜ୍ଞ

ରଘୁରାମ ପଦାଳ (ଜନ୍ମ: ୨୭ ମଇ ୧୯୬୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୦୯ ଓ ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ କୋରାପୁଟ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୪ଶ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରଘୁରାମ ପଦାଳ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୪ – ୨୦୧୯
ପୂର୍ବ ଅଧିକାରୀକୃଷ୍ଣଚନ୍ଦ୍ର ସଗରିଆ
ନିର୍ବାଚନ ମଣ୍ଡଳୀକୋରାପୁଟ
ବିଧାୟକ: ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୯ – ୨୦୧୪
ପୂର୍ବ ଅଧିକାରୀତାରା ପ୍ରସାଦ ବାହିନିପତି
ପର ଅଧିକାରୀକୃଷ୍ଣଚନ୍ଦ୍ର ସଗରିଆ
ନିର୍ବାଚନ ମଣ୍ଡଳୀକୋରାପୁଟ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1968-05-27) ୨୭ ମଇ ୧୯୬୮ (ବୟସ ୫୫)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀରମା ପଦାଳ
ସନ୍ତାନ
ବାପା/ବୋଉଶ୍ରୀରାମ ପଦାଳ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ରଘୁରାମ ପଦାଳ ୧୯୬୮ ମସିହାର ମଇ ୨୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ଶ୍ରୀରାମ ପଦାଳ ଓ ପତ୍ନୀଙ୍କ ନାମ ରମା ପଦାଳ ।[୧]

ରାଜନୈତିକ ଜୀବନ ସମ୍ପାଦନା

ରଘୁରାମ ପଦାଳ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଏବେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Raghuram Padal". odishaassembly.nic.in. Odisha Assembly. Retrieved 13 March 2022.

ବାହାର ଆଧାର ସମ୍ପାଦନା

  •   ଉଇକିମିଡ଼ିଆ କମନ୍ସରେ Raghuram Padal-ସମ୍ପର୍କିତ ମିଡ଼ିଆ