ରଙ୍ଗଲାଲ ମୋଦି

ଓଡ଼ିଆ ରାଜନୀତିଜ୍ଞ

ରଙ୍ଗଲାଲ ମୋଦି ଜଣେ ଓଡ଼ିଆ ରାଜନୀତିଜ୍ଞ ଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଥିଲେ । ସ୍ୱାଧୀନତା ପୂର୍ବରୁ ହୋଇଥିବା ପ୍ରଥମ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବାଣିଜ୍ୟ ଓ ଶିଳ୍ପ ଓଡ଼ିଶାର ପ୍ରାର୍ଥୀ ଭାବରେ ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[][]

ରଙ୍ଗଲାଲ ମୋଦି
ବିଧାୟକ: ସ୍ୱାଧୀନତା ପୂର୍ବର ୧ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୩୭ – ୧୯୪୬
ନିର୍ବାଚନ ମଣ୍ଡଳୀବାଣିଜ୍ୟ ଓ ଶିଳ୍ପ ଓଡ଼ିଶା
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାବ୍ରିଟିଶ ଭାରତ
ଭାରତୀୟ ଅଧିରାଜ୍ୟ
ଭାରତୀୟ
ରାଜନୀତିକ ଦଳନିର୍ଦ୍ଦଳୀୟ
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ରଙ୍ଗଲାଲ ମୋଦି ଜଣେ ନିର୍ଦ୍ଦଳୀୟ ପ୍ରାର୍ଥୀ ଭାବରେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ସ୍ୱାଧୀନତା ପୂର୍ବରୁ ଥରେ କାର୍ଯ୍ୟ କରିଥିଲେ ।[]

  1. ଉଦ୍ଧବ ଚରଣ ନାୟକ (2013). "୨". ଓଡ଼ିଶା ରାଜନୀତିର ଇତିହାସ (୧୯୩୬-୨୦୧୩) (in ଓଡ଼ିଆ). ଭୁବନେଶ୍ୱର: ଆମ ଓଡ଼ିଶା. p. ୨୭. ISBN 978-81-89436-54-4. Retrieved 7 November 2023.{{cite book}}: CS1 maint: unrecognized language (link)
  2. ୨.୦ ୨.୧ "Shri Ranglal Modi". odishaassembly.nic.in. Odisha Assembly. Retrieved 3 December 2023.