ରବି ନାରାୟଣ ନନ୍ଦ

ଓଡ଼ିଆ ରାଜନୀତିଜ୍ଞ
(ରବିନାରାୟଣ ନନ୍ଦରୁ ଲେଉଟି ଆସିଛି)

ରବି ନାରାୟଣ ନନ୍ଦ (ଜନ୍ମ: ୭ ଅପ୍ରେଲ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜୟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରବି ନାରାୟଣ ନନ୍ଦ
ବିଧାୟକ: ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୦୦ – ୨୦୧୪
ପୂର୍ବ ଅଧିକାରୀରଘୁନାଥ ପଟ୍ଟନାୟକ
ପର ଅଧିକାରୀତାରା ପ୍ରସାଦ ବାହିନିପତି
ନିର୍ବାଚନ ମଣ୍ଡଳୀଜୟପୁର
ବ୍ୟକ୍ତିଗତ ସବିଶେଷ
ଜନ୍ମ (1962-04-07) ୭ ଅପ୍ରେଲ ୧୯୬୨ (ବୟସ ୬୨)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଇନ୍ଦିରା ନନ୍ଦ
ବାପା/ବୋଉସୀମାଚଳ ନନ୍ଦ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ରବି ନାରାୟଣ ନନ୍ଦ ୧୯୬୨ ମସିହାର ଅପ୍ରେଲ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୀମାଚଳ ନନ୍ଦ ଓ ପତ୍ନୀଙ୍କ ନାମ ଇନ୍ଦିରା ନନ୍ଦ ।[୧]

ରାଜନୈତିକ ଜୀବନ ସମ୍ପାଦନା

ରବି ନାରାୟଣ ନନ୍ଦ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।[୧]

ବିଧାନ ସଭା ସଭ୍ୟ ବିବରଣୀ ସମ୍ପାଦନା

ଆରମ୍ଭ ଶେଷ ପଦବୀ ନିର୍ବାଚନ ମଣ୍ଡଳୀ ଦଳ
୨୦୦୦ ୨୦୦୪ ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା ଜୟପୁର ବିଜୁ ଜନତା ଦଳ
୨୦୦୪ ୨୦୦୯ ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା ଜୟପୁର ବିଜୁ ଜନତା ଦଳ
୨୦୦୯ ୨୦୧୪ ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା ଜୟପୁର ବିଜୁ ଜନତା ଦଳ

ଆଧାର ସମ୍ପାଦନା

  1. ୧.୦ ୧.୧ "Shri Rabi Narayan Nanda". odishaassembly.nic.in. Odisha Assembly. Retrieved 17 March 2022.