ରବିନାରାୟଣ ନାଏକ
ଓଡ଼ିଆ ରାଜନୀତିଜ୍ଞ
ରବିନାରାୟଣ ନାଏକ (ଜନ୍ମ: ୧୦ ଅକ୍ଟୋବର ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରବିନାରାୟଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ହିନ୍ଦୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରବିନାରାୟଣ ନାଏକ | |
---|---|
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୮୫ – ୧୯୯୦ | |
ପୂର୍ବ ଅଧିକାରୀ | ତ୍ରିନାଥ ନାୟକ |
ପର ଅଧିକାରୀ | ତ୍ରିନାଥ ନାୟକ |
ନିର୍ବାଚନ ମଣ୍ଡଳୀ | ହିନ୍ଦୋଳ |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୧୦ ସେପ୍ଟେମ୍ବର ୧୯୫୫ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ବାପା/ବୋଉ | ପ୍ରାଣନାଥ ନାଏକ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ଶିକ୍ଷା ଓ ପରିବାର
ସମ୍ପାଦନାରବିନାରାୟଣ ୧୯୫୫ ମସିହାର ଅକ୍ଟୋବର ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରାଣନାଥ ନାଏକ ।[୧]
ରାଜନୈତିକ ଜୀବନ
ସମ୍ପାଦନାରବିନାରାୟଣ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।
ଆଧାର
ସମ୍ପାଦନା- ↑ "Shri Rabinarayan Naik". odishaassembly.nic.in. Odisha Assembly. Retrieved 14 August 2020.