ରବୀନ୍ଦ୍ର କୁମାର ବେହେରା
ଓଡ଼ିଆ ରାଜନୀତିଜ୍ଞ
(ରବିନ୍ଦ୍ର କୁମାର ବେହେରାରୁ ଲେଉଟି ଆସିଛି)
ରବୀନ୍ଦ୍ର କୁମାର ବେହେରା (ଜନ୍ମ: ୨୫ ମାର୍ଚ୍ଚ ୧୯୫୩) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରବୀନ୍ଦ୍ର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୯୫ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ସାଲେପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୧ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]
ରବୀନ୍ଦ୍ର କୁମାର ବେହେରା | |
---|---|
ବିଧାୟକ: ୧୧ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୧୯୯୫ – ୨୦୦୦ | |
ପୂର୍ବ ଅଧିକାରୀ | କାଳନ୍ଦୀ ଚରଣ ବେହେରା |
ପର ଅଧିକାରୀ | କାଳନ୍ଦୀ ଚରଣ ବେହେରା |
ନିର୍ବାଚନ ମଣ୍ଡଳୀ | ସାଲେପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୫ ମାର୍ଚ୍ଚ ୧୯୫୩ |
ରାଜନୀତିକ ଦଳ | ଭାରତୀୟ ଜାତୀୟ କଂଗ୍ରେସ |
ଜୀବନ ସାଥୀ | ମଞ୍ଜୁବାଳା ବେହେରା |
ବାପା/ବୋଉ | ବାଇଧର ବେହେରା (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାରବୀନ୍ଦ୍ର କୁମାର ବେହେରା ୧୯୫୩ ମସିହାର ମାର୍ଚ୍ଚ ମାସ ୨୫ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ବାଇଧର ବେହେରା ଏବଂ ପତ୍ନୀଙ୍କ ନାମ ମଞ୍ଜୁବାଳା ବେହେରା ।[୧] ରବୀନ୍ଦ୍ରଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ
ସମ୍ପାଦନାରବୀନ୍ଦ୍ର କୁମାର ବେହେରା ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ଓଡ଼ିଶା ବିଧାନ ସଭାରେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]