ରବି ଦାଶ

ଓଡ଼ିଆ ରାଜନୀତିଜ୍ଞ

ରବି ଦାଶ (ଜନ୍ମ: ୧ ଜାନୁଆରୀ ୧୯୩୮) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରବି ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୭୭ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ରବି ଧର୍ମଶାଳା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୭ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧]

ରବି ଦାଶ
ବିଧାୟକ: ୭ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୭୭ – ୧୯୮୦
ପୂର୍ବ ଅଧିକାରୀବାଙ୍କ ବିହାରୀ ଦାସ
ପର ଅଧିକାରୀକାଙ୍ଗାଳି ଚରଣ ପଣ୍ଡା
ନିର୍ବାଚନ ମଣ୍ଡଳୀଧର୍ମଶାଳା
ବ୍ୟକ୍ତିଗତ ସବିଶେଷ
ଜନ୍ମ(1938-01-01)ଜାନୁଆରୀ ୧, ୧୯୩୮
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଜନତା ପାର୍ଟି
ଜୀବନ ସାଥୀସୁଧାମଞ୍ଜରୀ ଦାସ
ବାପା/ବୋଉକୁଞ୍ଜ ବିହାରୀ ଦାଶ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ରବି ଦାଶ ୧୯୩୮ ମସିହାର ଜାନୁଆରୀ ମାସ ୧ ତାରିଖରେ ଜନ୍ମଗ୍ରହଣ କରିଥିଲେ ।[୧] ତାଙ୍କ ବାପାଙ୍କ ନାମ କୁଞ୍ଜ ବିହାରୀ ଦାଶ ଏବଂ ତାଙ୍କ ପତ୍ନୀଙ୍କ ନାମ ସୁଧାମଞ୍ଜରୀ ଦାସ ।[୧] ରବିଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ରବି ଦାଶ ଓଡ଼ିଶା ରାଜନୀତିରେ ଜନତା ପାର୍ଟିର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।[୧]


ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ ୧.୩ ୧.୪ "Shri Rabi Dash". odishaassembly.nic.in. Odisha Assembly. Retrieved 5 December 2019.