ରବି ନାରାୟଣ ନନ୍ଦ
ଓଡ଼ିଆ ରାଜନୀତିଜ୍ଞ
ରବି ନାରାୟଣ ନନ୍ଦ (ଜନ୍ମ: ୭ ଅପ୍ରେଲ ୧୯୬୨) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି । ୨୦୦୦, ୨୦୦୪ ଓ ୨୦୦୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜୟପୁର ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ଶ, ୧୩ଶ ଓ ୧୪ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।
ରବି ନାରାୟଣ ନନ୍ଦ | |
---|---|
ବିଧାୟକ: ୧୨ଶ, ୧୩ଶ, ୧୪ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୦୦ – ୨୦୧୪ | |
ପୂର୍ବ ଅଧିକାରୀ | ରଘୁନାଥ ପଟ୍ଟନାୟକ |
ପର ଅଧିକାରୀ | ତାରା ପ୍ରସାଦ ବାହିନିପତି |
ନିର୍ବାଚନ ମଣ୍ଡଳୀ | ଜୟପୁର |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୭ ଅପ୍ରେଲ ୧୯୬୨ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ଇନ୍ଦିରା ନନ୍ଦ |
ବାପା/ବୋଉ | ସୀମାଚଳ ନନ୍ଦ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା
ସମ୍ପାଦନାରବି ନାରାୟଣ ନନ୍ଦ ୧୯୬୨ ମସିହାର ଅପ୍ରେଲ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ସୀମାଚଳ ନନ୍ଦ ଓ ପତ୍ନୀଙ୍କ ନାମ ଇନ୍ଦିରା ନନ୍ଦ ।[୧]
ରାଜନୈତିକ ଜୀବନ
ସମ୍ପାଦନାରବି ନାରାୟଣ ନନ୍ଦ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ତିନି ଥର କାର୍ଯ୍ୟ କରିଛନ୍ତି ।[୧]
ବିଧାନ ସଭା ସଭ୍ୟ ବିବରଣୀ
ସମ୍ପାଦନାଆରମ୍ଭ | ଶେଷ | ପଦବୀ | ନିର୍ବାଚନ ମଣ୍ଡଳୀ | ଦଳ |
---|---|---|---|---|
୨୦୦୦ | ୨୦୦୪ | ସଭ୍ୟ, ୧୨ଶ ଓଡ଼ିଶା ବିଧାନ ସଭା | ଜୟପୁର | ବିଜୁ ଜନତା ଦଳ |
୨୦୦୪ | ୨୦୦୯ | ସଭ୍ୟ, ୧୩ଶ ଓଡ଼ିଶା ବିଧାନ ସଭା | ଜୟପୁର | ବିଜୁ ଜନତା ଦଳ |
୨୦୦୯ | ୨୦୧୪ | ସଭ୍ୟ, ୧୪ଶ ଓଡ଼ିଶା ବିଧାନ ସଭା | ଜୟପୁର | ବିଜୁ ଜନତା ଦଳ |
ଆଧାର
ସମ୍ପାଦନା- ↑ ୧.୦ ୧.୧ "Shri Rabi Narayan Nanda". odishaassembly.nic.in. Odisha Assembly. Retrieved 17 March 2022.