ରବିନାରାୟଣ ନାଏକ

ଓଡ଼ିଆ ରାଜନୀତିଜ୍ଞ
(ରବି ନାରାୟଣ ନାଏକରୁ ଲେଉଟି ଆସିଛି)

ରବିନାରାୟଣ ନାଏକ (ଜନ୍ମ: ୧୦ ଅକ୍ଟୋବର ୧୯୫୫) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ରବିନାରାୟଣ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି । ୧୯୮୫ ମସିହାରେ ହୋଇଥିବା ଓଡ଼ିଆ ବିଧାନ ସଭା ନିର୍ବାଚନରେ ସେ ହିନ୍ଦୋଳ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରବିନାରାୟଣ ନାଏକ
ବିଧାୟକ: ୯ମ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୧୯୮୫ – ୧୯୯୦
ପୂର୍ବ ଅଧିକାରୀତ୍ରିନାଥ ନାୟକ
ପର ଅଧିକାରୀତ୍ରିନାଥ ନାୟକ
ନିର୍ବାଚନ ମଣ୍ଡଳୀହିନ୍ଦୋଳ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1955-09-10) ୧୦ ସେପ୍ଟେମ୍ବର ୧୯୫୫ (ବୟସ ୬୮)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜାତୀୟ କଂଗ୍ରେସ
ବାପା/ବୋଉପ୍ରାଣନାଥ ନାଏକ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ଶିକ୍ଷା ଓ ପରିବାର ସମ୍ପାଦନା

ରବିନାରାୟଣ ୧୯୫୫ ମସିହାର ଅକ୍ଟୋବର ମାସ ୧୦ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ପ୍ରାଣନାଥ ନାଏକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ରବିନାରାୟଣ ଓଡ଼ିଶା ରାଜନୀତିରେ ଭାରତୀୟ ଜାତୀୟ କଂଗ୍ରେସର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରିଛନ୍ତି ।

ଆଧାର ସମ୍ପାଦନା

  1. "Shri Rabinarayan Naik". odishaassembly.nic.in. Odisha Assembly. Retrieved 14 August 2020.