ରବୀନ୍ଦ୍ର ନାରାୟଣ ବେହେରା

ଭାରତୀୟ ରାଜନେତା

ରବୀନ୍ଦ୍ର ନାରାୟଣ ବେହେରା ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଭାରତୀୟ ସଂସଦର ତଳ ସଦନ ଲୋକ ସଭାର ଜଣେ ସଦସ୍ୟ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ ଯାଜପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ୧୮ଶ ଲୋକ ସଭାକୁ ନିର୍ବାଚିତ ହୋଇଥିଲେ ।[୧][୨]

ରବୀନ୍ଦ୍ର ନାରାୟଣ ବେହେରା
ସାଂସଦ: ୧୮ଶ ଲୋକ ସଭା
କାର୍ଯ୍ୟକାଳ
୨୦୨୪ – ଏବେଯାଏଁ
ପୂର୍ବ ଅଧିକାରୀଶର୍ମିଷ୍ଠା ସେଠୀ
ନିର୍ବାଚନ ମଣ୍ଡଳୀଯାଜପୁର
ବ୍ୟକ୍ତିଗତ ସବିଶେଷ
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳଭାରତୀୟ ଜନତା ପାର୍ଟି
ବୃତ୍ତିରାଜନୀତିଜ୍ଞ

ରାଜନୈତିକ ଜୀବନ

ସମ୍ପାଦନା

ରବୀନ୍ଦ୍ର ନାରାୟଣ ବେହେରା ଭାରତୀୟ ଜନତା ପାର୍ଟିର ରାଜନେତା ଭାବରେ ସକ୍ରିୟ ଅଛନ୍ତି । ୨୦୨୪ ଭାରତୀୟ ସାଧାରଣ ନିର୍ବାଚନରେ, ସେ ଯାଜପୁର ଲୋକ ସଭା ନିର୍ବାଚନ ମଣ୍ଡଳୀରୁ ବିଜେପିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ।[୩] ଏହି ନିର୍ବାଚନରେ, ସେ ସମୁଦାୟ ୫,୩୪,୨୩୯ ଖଣ୍ଡ ଭୋଟ ପାଇଥିଲେ ଏବଂ ବିଜେଡି ପ୍ରାର୍ଥୀ ଶର୍ମିଷ୍ଠା ସେଠୀଙ୍କୁ ୧,୫୮୭ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।[୪]

  1. "Jajpur, Odisha Lok Sabha Election Results 2024 Highlights: Rabindra Narayan Wins by a Margin of 1587 Votes". India Today (in ଇଂରାଜୀ). 2024-06-04. Retrieved 2024-06-05.
  2. Election commission of India
  3. "ଓଡ଼ିଶାର ୨୧ ଲୋକସଭା ଆସନ ପାଇଁ ବିଜେପିର ସରିଲା ପ୍ରାର୍ଥୀ ତାଲିକା ଘୋଷଣା । ଜାଣନ୍ତୁ କାହାକୁ କେଉଁ ଆସନ ପାଇଁ ମିଳିଲା ଟିକେଟ୍". Kanak News. 30 March 2024. Archived from the original on 13 June 2024. Retrieved 13 June 2024.
  4. "2024 Indian General Election Results: Japur (Odisha)". Election Commission of India. Retrieved 6 June 2024.