ରମେଶ ଚନ୍ଦ୍ର ପରିଡ଼ା
ଓଡ଼ିଆ ବିଜ୍ଞାନ ଲେଖକ
ଏହି ପୃଷ୍ଠାଟି ଏବେ ତିଆରି ଚାଲିଛି ଓ ଏକ ନୂଆ ଉଇକିପିଡ଼ିଆ ଲେଖା ଭାବରେ ବ୍ୟବହାର ଓ ବଦଳ କରାଯାଉଅଛି । ଯଦି ଲେଖକ ଜଣକ ବଦଳ ଦ୍ଵନ୍ଦ, ଅଦରକାରୀ ପ୍ରକ୍ରିୟା, ବିପଥଗାମୀ ଚେଷ୍ଟା ଓ ଅନ୍ୟାନ୍ୟ ଦ୍ଵନ୍ଦକୁ ଏଡ଼ାଇବା ନିମନ୍ତେ କେଉଁଠି ସମ୍ଭବ ବୋଲି ପଚାରି ଥାନ୍ତି, ତେବେ ପୃଷ୍ଠାଟିରେ କିଛି ବଦଳାନ୍ତୁ ନାହିଁ ବା ତାହାକୁ ଲିଭାଇବା ପାଇଁ ବାଛନ୍ତୁ ନାହିଁ ଯେହେତୁ ଏହା ଲେଖାର ଆରମ୍ଭ ଅବସ୍ଥାରେ ଅଛି । ଯଦି ଲେଖାଟି କେଇ ଘଣ୍ଟାଧରି ବଦଳା ଯାଇନାହିଁ ତେବେ ଏହି ଛାଞ୍ଚଟିକୁ ବାହାର କରିଦିଅନ୍ତୁ |
ରମେଶ ଚନ୍ଦ୍ର ପରିଡ଼ା (ଜନ୍ମ ୪ ଜାନୁଆରୀ ୧୯୪୭) ଜଣେ ଭାରତୀୟ ରସାୟନ ବିଜ୍ଞାନୀ, ଶିକ୍ଷାବିତ୍ ଓ ଲେଖକ । ସେ ମୌଳିକ ବିଜ୍ଞାନ ଓ କଳା ମହାବିଦ୍ୟାଳୟରେ ରସାୟନ ବିଜ୍ଞାନର ପ୍ରଫେସର ଥିଲେ । ସେ ଓଡ଼ିଆ ଓ ଇଂରାଜୀ ଭାଷାରେ ୯୦ରୁ ଅଧିକ ଲୋକପ୍ରିୟ ବିଜ୍ଞାନ ପୁସ୍ତକ ରଚନା କରିଛନ୍ତି । ତାଙ୍କ ରଚିତ ଲିପିର କମ୍ପ୍ୟୁଟର ଶିକ୍ଷା ଜନପ୍ରିୟ ବିଜ୍ଞାନ ପୁସ୍ତକ ପାଇଁ ସେ ୧୯୯୫ ମସିହାରେ ଶିଶୁ-ସାହିତ୍ୟ ବିଭାଗରେ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।[୧]
ଆଧାର
ସମ୍ପାଦନା- ↑ "ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କୃତ ପୁସ୍ତକ ଓ ଲେଖକ". Odisha Sahitya Academy. Archived from the original on 2022-08-15. Retrieved 2023-06-11.