ରମେଶ ଚନ୍ଦ୍ର ସାଇ

ଓଡ଼ିଆ ରାଜନୀତିଜ୍ଞ

ରମେଶ ଚନ୍ଦ୍ର ସାଇ (ଜନ୍ମ: ୭ ଜୁଲାଇ ୧୯୬୪) ଜଣେ ଓଡ଼ିଆ ରାଜନୀତିଜ୍ଞ । ସେ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ରମେଶ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ହୋଇଥିବା ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଆଠମଲ୍ଲିକ ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ରମେଶ ଚନ୍ଦ୍ର ସାଇ
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା
କାର୍ଯ୍ୟକାଳ
୨୦୧୯ – ଏବେଯାଏଁ
ପୂର୍ବ ଅଧିକାରୀସଞ୍ଜୀବ କୁମାର ସାହୁ
ନିର୍ବାଚନ ମଣ୍ଡଳୀଆଠମଲ୍ଲିକ
ବ୍ୟକ୍ତିଗତ ସବିଶେଷ
ଜନ୍ମ (1964-07-07) ୭ ଜୁଲାଇ ୧୯୬୪ (ବୟସ ୫୯)
ନାଗରିକତାଭାରତୀୟ
ଜାତୀୟତାଭାରତୀୟ
ରାଜନୀତିକ ଦଳବିଜୁ ଜନତା ଦଳ
ଜୀବନ ସାଥୀଲୀନା ସାଇ
ବାପା/ବୋଉନାରାୟଣ ସାଇ (ବାପା)
ବୃତ୍ତିରାଜନୀତିଜ୍ଞ

ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନା

ରମେଶ ଚନ୍ଦ୍ର ସାଇ ୧୯୬୪ ମସିହାର ଜୁଲାଇ ମାସ ୭ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ନାରାୟଣ ସାଇ ଓ ପତ୍ନୀଙ୍କ ନାମ ଲୀନା ସାଇ । ତାଙ୍କର ଶିକ୍ଷାଗତ ଯୋଗ୍ୟତା ସ୍ନାତକ ।[୧]

ରାଜନୈତିକ ଜୀବନ ସମ୍ପାଦନା

ରମେଶ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି ।[୧] ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]

ଆଧାର ସମ୍ପାଦନା

  1. ୧.୦ ୧.୧ ୧.୨ "Shri Ramesh Chandra Sai". odishaassembly.nic.in. Odisha Assembly. Retrieved 6 July 2020.