ରାଜକିଶୋର ଦାସ
ଓଡ଼ିଆ ରାଜନୀତିଜ୍ଞ
ରାଜକିଶୋର ଦାସ (ଜନ୍ମ: ୨୮ ଜୁନ ୧୯୬୧) ଜଣେ ଓଡ଼ିଆ ରାଜନୀତିଜ୍ଞ । ରାଜକିଶୋର ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ଥରେ କାର୍ଯ୍ୟ କରୁଛନ୍ତି । ୨୦୧୯ ମସିହାରେ ଓଡ଼ିଶାରେ ହୋଇଥିବା ବିଧାନ ସଭା ନିର୍ବାଚନରେ ସେ ମୋରଡ଼ା ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ।[୧]
ରାଜକିଶୋର ଦାସ | |
---|---|
![]() | |
ବିଧାୟକ: ୧୬ଶ ଓଡ଼ିଶା ବିଧାନ ସଭା | |
କାର୍ଯ୍ୟକାଳ ୨୦୧୯ – ଏବେଯାଏଁ | |
ପୂର୍ବ ଅଧିକାରୀ | ପ୍ରବୀଣ ଚନ୍ଦ୍ର ଭଞ୍ଜଦେଓ |
ନିର୍ବାଚନ ମଣ୍ଡଳୀ | ମୋରଡ଼ା |
ବ୍ୟକ୍ତିଗତ ସବିଶେଷ | |
ଜନ୍ମ | ୨୮ ଜୁନ ୧୯୬୧ |
ନାଗରିକତା | ଭାରତୀୟ |
ଜାତୀୟତା | ଭାରତୀୟ |
ରାଜନୀତିକ ଦଳ | ବିଜୁ ଜନତା ଦଳ |
ଜୀବନ ସାଥୀ | ପ୍ରୀତିନନ୍ଦା କାନୁନ୍ଗୋ |
ବାପା/ବୋଉ | ମନମୋହନ ଦାସ (ବାପା) |
ବୃତ୍ତି | ରାଜନୀତିଜ୍ଞ |
ଜନ୍ମ, ପରିବାର ଓ ଶିକ୍ଷା ସମ୍ପାଦନ କରନ୍ତୁ
ରାଜକିଶୋର ଦାସ ୧୯୬୧ ମସିହାର ଜୁନ ମାସ ୨୮ ତାରିଖରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ବାପାଙ୍କ ନାମ ମନମୋହନ ଦାସ ଏବଂ ପତ୍ନୀଙ୍କ ନାମ ପ୍ରୀତିନନ୍ଦା କାନୁନ୍ଗୋ ।[୧] ନବଙ୍କର ଶିକ୍ଷାଗତ ଯୋଗ୍ୟତା କଳାରେ ସ୍ନାତକ ।[୧]
ରାଜନୈତିକ ଜୀବନ ସମ୍ପାଦନ କରନ୍ତୁ
ରାଜକିଶୋର ଦାସ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଛନ୍ତି । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ କାର୍ଯ୍ୟ କରୁଛନ୍ତି ।[୧]
ଆଧାର ସମ୍ପାଦନ କରନ୍ତୁ
- ↑ ୧.୦ ୧.୧ ୧.୨ ୧.୩ "Shri Rajkishore Das". odishaassembly.nic.in. Odisha Assembly. Retrieved 28 October 2019.